ନୂଆବର୍ଷରେ ମଙ୍ଗଳରେ ଜୀବନର ସନ୍ଧାନ କରିବ ନାସା ରୋଭର

ପାସାଡ଼େନା, ୨୯।୧୨: ନୂଆବର୍ଷରେ ମଙ୍ଗଳରେ ଜୀବନ ସନ୍ଧାନ ପାଇଁ ନାସା ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ୨୦୨୦ ଜୁଲାଇରେ ନାସା ପକ୍ଷରୁ ଏକ ସ୍ବତନ୍ତ୍ର ରୋଭର ମଙ୍ଗଳରେ ଜୀବନ ଖୋଜିବା ଲାଗି ଛଡ଼ାଯିବ। ଗତ ସପ୍ତାହରେ ଏହାର ପରୀକ୍ଷଣ ସଫଳତାର ସହିତ ପାସାଡ଼େନାଠାରେ ଥିବା ଜେଟ୍‌ ପ୍ରୋପଳଶନ୍‌ ଲ୍ୟାବ୍‌ରେ ସମ୍ପନ୍ନ ହୋଇଛି। ଏଥିରେ ୨୩ଟି କ୍ୟାମେରା ଲଗାଯାଇଛି। ସେହିପରି ଯେକୌଣସି ଶବ୍ଦକୁ ରେକର୍ଡିଂ କରିବା ଲାଗି ଏଥିରେ ୨ଟି ଶ୍ରବଣ ଯନ୍ତ୍ର ଓ ରେକର୍ଡର ଲଗାଯାଇଛି।

ଏହି ଅତ୍ୟାଧୁନିକ ରୋଭରରେ ଲେଜର ତରଙ୍ଗକୁ ମଧ୍ୟ ସାମିଲ୍‌ କରାଯାଇଛି। ଏହା ଫ୍ଲୋରିଡ଼ାସ୍ଥିତ କେପ୍‌ କାନାଭେରାଲ ଉତ୍‌କ୍ଷେପଣ କେନ୍ଦ୍ରରୁ ମଙ୍ଗଳ ଅଭିମୁଖେ ଯାତ୍ରା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri