ନୂଆବର୍ଷ ଉପଲକ୍ଷେ ରୋମାଣ୍ଟିକ୍‌ ହେଲେ ସୋନମ୍‌-ଆନନ୍ଦ, ଭିଡିଓ ଭାଇରାଲ

ବମ୍ବେ: ନୂଆବର୍ଷକୁ ରୋମାଣ୍ଟିକ୍‌ ଭାବେ ପାଳନ କରିଛନ୍ତି ଅନିଲ କପୁର ଲଳନା ସୋନମ୍‌ କପୁର। ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ସୁଦୂର ରୋମରେ ଏବେ ଛୁଟି କାଟୁଛନ୍ତି ସୋନମ। ଏହି ସମୟରେ ସେ ନୂଆ ବର୍ଷକୁ ସ୍ବାଗତ କରିଛନ୍ତି। ନିଜର ଇନ୍‌ଷ୍ଟା ପୃଷ୍ଠାରେ ପୁରୁଣା ବର୍ଷଯାକର ସ୍ମୃତିକୁ ମନେପକାଇ ସେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ସେ ବରଫ ପାହାଡ଼ ଉପରେ ଆନନ୍ଦଙ୍କୁ କିସ୍‌ କରୁଥିବା ଦେଖାଯାଇଛି। କିଛି ଏଭଳି ଢଙ୍ଗରେ ୨୦୧୯କୁ ବିଦାୟ ଦେଇ ୨୦୨୦କୁ ସ୍ବାଗତ କରିଥିବାକୁ ନେଇ ପ୍ରଶଂସକ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଭୟ ବେଶ୍‌ ସୁନ୍ଦର ଦେଖାଯାଉଥିବା କହିଛନ୍ତି। ।

ଭିଡିଓ ଶେୟାର କରିବା ସମୟରେ ସୋନମ୍‌ ଭାବବିହ୍ବଳ ହୋଇଥିବା ଦେଖିବାକୁ ମିଳିଛି। କ୍ୟାପ୍‌ଶନରେ ସେ ଲେଖିଛନ୍ତି, ଗତ ଦଶ ବର୍ଷ ମୋ ପାଇଁ ଖୁବ୍‌ ଭଲ ଥିଲା। ମୁଁ ଅନେକ ଭଲ ଫିଲ୍ମରେ କାମ କଲି। ଏହି ସମୟରେ ତମାମ ଜୀବନ ପାଇଁ ବନ୍ଧୁ ମିଳିଲେ। ମୁଁ ମୋ ପ୍ରେମିକ ଆନନ୍ଦଙ୍କୁ ଭେଟିଲି। ବିବାହ କଲି। ଏସବୁ ପାଇଁ ମୋ ପରିବାର, ବନ୍ଧୁଙ୍କୁ ଧନ୍ୟବାଦ। ଫିଲ୍ମ ଏବଂ ଫ୍ୟାଶନ ପାଇଁ ମଧ୍ୟ ଧନ୍ୟବାଦ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବ ସମ୍ମୁଖରେ ବିଜୟ ଦେବାକୋଣ୍ଡାଙ୍କୁ ‘ଡାର୍ଲିଂ’ ବୋଲି ଡାକିଲେ ରଶ୍ମିକା

ଚେନ୍ନାଇ:ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ସେମାନଙ୍କ ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ଯଦିଓ ଉଭୟ ନିଜ ରିଲେସନଶିପକୁ ନିଶ୍ଚିତ...

ରିଲିଜ ହେଲା ଫିଲ୍ମ ‘କ୍ରୁ’: ଦମ୍‌ ଦେଖାଇଲେ ଏହି ୩ ଅଭିନେତ୍ରୀ

ମୁମ୍ବାଇ: କିଛି ବର୍ଷ ହେଲା ବଲିଉଡ୍‌ ଅଭିନେତ୍ରୀମାନେ ଫିଲ୍ମରେ ଚମତ୍କାର ପ୍ରଦର୍ଶନ କରିଆସୁଛନ୍ତି। ଏବେ ଫିଲ୍ମଗୁଡ଼ିକରେ ଆକ୍ସନ କେବଳ ହିରୋଙ୍କ କାନ୍ଧରେ ନୁହେଁ ବରଂ ଏହାର...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଅନୁଷ୍କାଙ୍କ ସ୍ମାଇଲ୍‌

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍‌ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri