Posted inଖେଳ

ନୂଆ ଇନିଂସ ଆରମ୍ଭ କଲେ ମନୀଷ ପାଣ୍ଡେ

ମୁମ୍ବାଇ,୨।୧୨- ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ମନୀଷ ପାଣ୍ଡେ ଜୀବନର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ସେ ସୋମବାର ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅଶ୍ରିତା ଶେଟ୍ଟିଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରବିବାର ରାତି ସୁରଟଠାରେ କର୍ନାଟକ ଦଳକୁ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟ ଜିତାଇ ଥିଲେ। ତାମିଲନାଡୁ ବିପକ୍ଷ ଫାଇନାଲରେ ସେ ଅପରାଜିତ ୬୦ ରନ୍‌ର ଇନିଂସ ଖେଳିଥିଲେ। ରୋମାଞ୍ଚକଭରା ମ୍ୟାଚ୍‌କୁ ୧ ରନ୍‌ରେ ଜିତି କର୍ନାଟକ ଟାଇଟଲ ହାତେଇବା ପରେ ପାଣ୍ଡେ ସିଧା ମୁମ୍ବାଇ ଆସିଥିଲେ। ମୂଳତଃ ଉତ୍ତରାଖଣ୍ଡ ବାସୀନ୍ଦା ମନୀଷ। ସେଠାକର ରିତି ନୀତିରେ ବିବାହ ହୋଇଛନ୍ତି। ତାଙ୍କ ବିବାହ ଅବସର ଫଟୋ ସୋସିଆଲ ମିଡିଆରେ ଛାଇ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri