ନୂଆ ଓଏଲ୍‌ଇଡି ଉନ୍ମୋଚିତ

ଭୁବନେଶ୍ୱର,୨୧-୯: ପାନାସୋନିକ ପକ୍ଷରୁ ସ୍ଥାନୀୟ ବାପୁଜୀ ନଜରସ୍ଥିତ ପାତ୍ର ଇଲେକଟ୍ରୋନିକ୍ସ ଶୋ’ରୁମଠାରେ ନୂଆ ଓଏଲ୍‌ଇଡ଼ିକୁ ବଜାର ପ୍ରବେଶ କରାଯାଇଛି। ଏହି ଅବସରରେ ପାନାସୋନିକର ଆସୋସିଏଟ ଡାଇରେକ୍ଟର ପି.ଭି. ମୁରାହରି ରାଓ, କମ୍ପାନୀର ଓଡ଼ିଶା, ବିହାର ଏବଂ ଝାଡଖଣ୍ଡ ମୁଖ୍ୟ ସନ୍ତୋଷ ସାମନ୍ତରାଏ, ଓଡିଶା ବାଣିଜ୍ୟ ମୁଖ୍ୟ ଦୁର୍ଗେସ ଶୁକ୍ଳା, ପାତ୍ର ଇଲେକଟ୍ରୋନିକ୍ସ ସତ୍ତ୍ୱାଧିକାରୀ କୈଳାଶ ପାତ୍ର ଉପସ୍ଥିତ ରହି ଏହାର ବଜାର ପ୍ରବେଶ କରିଛନ୍ତି। ଏହି ଆଡଭାନ୍ସ ଫିଚରଯୁକ୍ତ ଟିଭି ହୋଇଥିବା ବେଳେ ଏହା ଗ୍ରାହକଙ୍କ ଦ୍ୱାରା ଆଦୃତି ଲାଭ କରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri