ନୂଆ ଦଳ ଗଠନ ଉପରେ ବଡ଼ ସୂଚନା ଦେଲେ ମୋକିମ୍‌: ଆସନ୍ତା ୧୨ ତାରିଖରେ…

ଭୁବନେଶ୍ୱର,୫।୧: ଆସନ୍ତା ୧୨ ତାରିଖରେ ମୋକିମ୍‌ଙ୍କ ନୂଆ ଦଳ ପାଇଁ ପଡ଼ିବ ମୂଳଦୁଆ। ଏନେଇ ଏକ ଗଣମାଧ୍ୟମକୁ ମହମ୍ମଦ ମୋକିମ୍‌ ପ୍ରତିକ୍ରିୟା ଦେଇ ଏହି ସୂଚନା ଦେଇଛନ୍ତି। ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ । ମାର୍ଚ୍ଚ ଶେଷ ସପ୍ତାହରେ ନୂଆ ଦଳ ଗଠିତ ହେବ। ଉପକୂଳ ଜିଲାର ଯୁବ ନେତୃତ୍ୱ ଏକାଠି ହେବେ। ଦଳରେ ଯୁବକଙ୍କୁ ପ୍ରାଧାନ୍ୟ ମିଳିବ, ଦଳର ନାମ କଂଗ୍ରେସ ସହ ରହିବ। କେଉଁ ନାମ ରହିବ ତାକୁ ନେଇ ଜ୍ୟୋତିଷଙ୍କ ସହ ବିଚାରବିମର୍ଶ ଚାଲିଛି। ଝିଅ ସୋଫିଆ ର୍ଫିଦ୍ଦୋସ ନିଜ ନିଷ୍ପତ୍ତି ନିଜେ ନେବେ ବୋଲି ମୋକିମ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ, ୧୦ ଡିଗ୍ରୀ ତଳେ ୨୩ ସହର

ଭୁବନେଶ୍ୱର,୭ା୧: ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ରାଜ୍ୟ। ୨୩ ସହରର ପାରଦ ୧୦ ଡିଗ୍ରୀ ତଳେ ଥିବାବେଳେ ୩୮ସହରରେ ୧୨ ଡିଗ୍ରୀ ତଳେ ତାପମାତ୍ରା ରହିଛି।...

ଦୋକାନ ସାମଗ୍ରୀ କିଣିବାକୁ ଯାଇ ଆଉ ଫେରିଲେନି ଯୁବକ, ଖୋଜାଖୋଜି କରିବା ପରେ ଗଛରୁ ମିଳିଲା…

ପାଟଣାଗଡ଼ ୭।୧ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଥାନା ଧାତୁକ ପଞ୍ଚାୟତ ମଲ୍ଲିକମୁଣ୍ଡା ଗ୍ରାମର ଅନତି ଦୂରରେ ରାସ୍ତା କଡର ଏକ ଗଛରୁ ଜଣେ...

ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଘୁଚାପ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୭।୧: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ରୂପ ନେଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ...

ପୂର୍ବତନ ସମିତିସଭ୍ୟାଙ୍କ ପରଲୋକ, ରାଜନୈତିକ କ୍ୟାରିୟରରେ…

ପାଟଣା,୭ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତ ପୂର୍ବସମିତି ସଭ୍ୟା ଯଶୋଦା ସେଠୀଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ଦେହାନ୍ତ ଘଟିଛି। ସେ ବାର୍ଦ୍ଧକ୍ୟ...

ମିଲର୍ସଙ୍କ ଦାବି ମାନିନେଲେ ସରକାର:ସ୍ବାଭାବିକ ହେଲା ଧାନ କିଣା

ଭୁବନେଶ୍ୱର,୭।୧:ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଆଜିଠୁ ସ୍ବାଭାବିକ ହେଲା ଧାନ କିଣା। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର।୧୯ ଜିଲାରେ ୩.୧୫ ଲକ୍ଷ...

30 ବର୍ଷ ପରେ ନିଜ ନକ୍ଷତ୍ରକୁ ଯିବେ ଶନି, ୩ ରାଶି ଆକସ୍ମିକ ହେବେ ଧନୀ! ଖେଶଜିବାକୁ ପଡିବନି ଚାକିରି…

ଶନି ଏକ ଧୀର ଗତିଶୀଳ ଗ୍ରହ, ଯାହା କର୍ମ, ନ୍ୟାୟ, ଶୃଙ୍ଖଳା ଏବଂ ଦୀର୍ଘକାଳୀନ ଫଳାଫଳକୁ ପ୍ରତିନିଧିତ୍ୱ କରେ। ଯେତେବେଳେ ଶନି ତାଙ୍କ ନକ୍ଷତ୍ର ପରିବର୍ତ୍ତନ...

ଟ୍ରମ୍ପଙ୍କ ଉପରେ ଖୁସି ନାହାନ୍ତି ପ୍ରଧାନମନ୍ତ୍ରୀ ମୋଦି, ଏକଥା ନିଜେ ସ୍ବୀକାର କରି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭ା୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଖୁସି ନାହାନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏକଥା ନିଜେ ଟ୍ରମ୍ପ କହିଛନ୍ତି। ଭାରତ ସମ୍ପର୍କରେ ପ୍ରତିକ୍ରିୟା...

କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟି ୩ ବଡ଼ ଦାବି କଲେ ଅପରାଜିତା: ମିଳିଲା ଅନୁମୋଦନ, ୧୧୧ କୋଟିରେ ହେବ…

ଭୁବନେଶ୍ୱର,୭।୧: କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ  ଅପରାଜିତା ସାକ୍ଷାତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri