ନୂଆ ମୋଟର ଯାନ ଆଇନକୁ ନାପସନ୍ଦ କଲେ ମନ୍ତ୍ରୀ: କହିଲେ ‘ଲୋକଙ୍କୁ ସତର୍କ କରାଇ ଏହାକୁ ଲାଗୁ କରିବା କଥା’

ଭୁବନେଶ୍ୱର,୬।୯(ବ୍ୟୁରୋ): ଦେଶବ୍ୟାପି ସେପ୍ଟେମ୍ବର ୧ରୁ ଲାଗୁ ହୋଇଥିବା ନୂଆ ମୋଟର ଯାନ ଆଇନ ବିରୋଧରେ ବିଭିନ୍ନ ମହଲରେ ପ୍ରତିବାଦର ସ୍ବର ଉଠୁଛି। ଜନସାଧାରଣ ଏହାକୁ ନାପସନ୍ଦ କରୁଥିବା ବେଳେ ଶୁକ୍ରବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ନିଜର ପ୍ରତିକ୍ରିୟା ରଖିଛନ୍ତି।
ସୁଶାନ୍ତ କହିଛନ୍ତି, ବାଇକ୍‌ରେ ଗଲେ ଯେତିକି ୫୦ଲକ୍ଷ ଟଙ୍କାର ଗାଡ଼ିରେ ଗଲେ ବି ସେତିକି ଜରିମାନା ଦେବାକୁ ପଡ଼ୁଛି। ଲୋକେ ସାଙ୍ଗରେ ଯେତିକି ଟଙ୍କା ନେଇ ଯାଉଛନ୍ତି, ତା’ଠାରୁ ଅଧିକ ଜରିମାନା ଦେଉଛନ୍ତି। ଏଣୁ ପ୍ରଥମେ ଲୋକଙ୍କୁ ସତର୍କ ସୂଚନା ଦେଇ ପରେ ଆଇନକୁ ଲାଗୁ କରିବା କଥା। ଏବେ ଗରିବ ଲୋକେ ଆଉ ଗାଡ଼ି ଚଳାଇପାରିବେ ନାହିଁ। ତେଣୁ ଏହି ଆଇନ୍‌ରେ ଅସଙ୍ଗତି ଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri