ନୂଆ ସରକାରଙ୍କୁ ପରାମର୍ଶ ଦେଲେ ଋଷି କପୁର

ନ୍ୟୁୟର୍କ,୨୯।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ନେଇ ବଲିଉଡ୍‌ ଅଭିନେତା ଋଷି କପୁର ନିଜର ମତ ରଖିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ନୂଆ ସରକାର ନିଯୁକ୍ତି, ଶିକ୍ଷା ତଥା ସ୍ବାସ୍ଥ୍ୟ ସେବା ଉପରେ ବିଶେଷ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଏନେଇ ସେ ନରେନ୍ଦ୍ର ମୋଦି, ଅରୁଣ ଜେଟଲୀ, ସ୍ମୃତି ଇରାନୀଙ୍କୁ  ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ଋଷି କପୁର ଗତ ୮ ମାସ ହେଲା ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri