ନୂଆ ସରକାରଙ୍କୁ ପାନଗାରିଆଙ୍କ ପରାମର୍ଶ;ବିତ୍ତୀୟ ଶୃଙ୍ଖଳା ଉପରେ ଧ୍ୟାନ ଦେବା ଜରୁରୀ

ନୂଆଦିଲ୍ଲୀ,୨୨-୫: ଦେଶର ବିତ୍ତୀୟ ଶୃଙ୍ଖଳା ଦୃଢୀକରଣ ଦିଗରେ ପ୍ରତିବଦ୍ଧତା ଦେଖାଇବା ସହ ଏହା ଉପରେ ଧ୍ୟାନଦେବା ଜରୁରୀ । ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ତଥା ଅର୍ଥନୀତିଜ୍ଞ ଅରବିନ୍ଦ ପାନଗାରିଆ ନୂଆ ସରକାରଙ୍କ ଲାଗି ଏଭଳି ପରାମର୍ଶ ଦେଇଛନ୍ତି। ସେହିଭଳି କେନ୍ଦ୍ରୀୟ ମନ୍ତ୍ରଣାଳୟ ସଂଖ୍ୟା କମାଇବା ଏବଂ ରାଷ୍ଟ୍ରାୟତ୍ତ କ୍ଷେତ୍ରର ସଂସ୍ଥାଗୁଡିକୁ ଅଧିକ ଦକ୍ଷ କରାଇବା ଲାଗି ଘରୋଇ କରଣ କରିବା ଉପରେ ମଧ୍ୟ ପାନଗାରିଆ ମତ ରଖିଛନ୍ତି। ଦେଶର ଆର୍ଥତ୍କ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ଅନ୍ତର୍ଜାତୀୟ ସ୍ତରରେ ବ୍ୟବସାୟିକ ସଂକ୍ରାନ୍ତ ନୂଆ ପଦକ୍ଷେପ ଗ୍ରହଣ କରିବା ଦିଗରେ ସେ ଗୁରୁତ୍ୱାରୋପ କରିଛନ୍ତି।
ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିବା ପାନଗାରିଆ ନୂଆ ସରକାରଙ୍କ ପ୍ରାଥମିକତା କଣ ହେବା ଆବଶ୍ୟକ ଉପରେ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି, ବେସରକାରୀ ନିବେଶ ଲାଗି ଯେଭଳି କୌଣସି ପ୍ରତିବନ୍ଧକ ନ ଆସେ। ଏଥି ଲାଗି ଅର୍ଥର ଅଭାବ କେବେବି ବାଧା ଭାବେ ନ ଆସୁ। ସେହିଭଳି କେନ୍ଦ୍ରୀୟ ମନ୍ତ୍ରଣାଳୟ ସଂଖ୍ୟା ୩୦କୁ ହ୍ରାସ, ଅନ୍ତର୍ଜାତୀୟ ସ୍ତରର ଯୋଜନା, ପ୍ରଶାସନ କ୍ଷମତାରେ ସୁଧାର, ଏୟାର ଇଣ୍ଡିଆ ସହ ଅନ୍ୟ କମ୍ପାନୀର ଘରୋଇ କରଣ ଉପରେ ସେ ମତ ରଖିଛନ୍ତି। ସରକାରଙ୍କ ୧୦୦ ଦିନ ଏଜେଣ୍ଡା ସମ୍ପର୍କରେ ମତ ରଖି ସେ କହିଛନ୍ତି ଯେ, ଅଧ୍ୟାଦେଶ ଦ୍ୱାରା ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବିଭିନ୍ନ ସଂଶୋଧନ ଆଣିବାର ଆବଶ୍ୟକତା ରହିଛି। ଏହା ଏନ୍‌ପିଏ ହ୍ରାସ ଦିଗରେ ଜ୍ଞାନ କେନ୍ଦ୍ରିତ କରିବା ଉଚିତ। ଏହା ବାଦ ଶ୍ରମ ଆଇନ କ୍ଷେତ୍ରରେ ମଧ୍ୟ ସୁଧାର ଆଣିବା ଉପରେ ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri