ନୂଆ ୩୦୪ ଆକ୍ରାନ୍ତ ୨୧ ଜିଲାର: ଅଛନ୍ତି ପଶ୍ଚିମବଙ୍ଗରୁ ଫେରିଥିବା ୪୨ ଯବାନ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ନୂତନ ୩୦୪ ଆକ୍ରାନ୍ତ ୨୧ ଜିଲାର। ଏଥିରେ ଅମ୍ଫନ ମୁକାବିଲା ସାରି ପଶ୍ଚିମବଙ୍ଗରୁ ଫେରିଥିବା ୨୨ଜଣ ଅଗ୍ନିଶମ ଏବଂ ଏନ୍‌ଡିଆର୍‌ଏଫ୍‌ ଯବାନ ମଧ୍ୟ ଅଛନ୍ତି। ତେବେ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାର ୫, ମାଲକାନଗିରିର ୨, କଟକର ୧୩, ନୟାଗଡ଼ର ୩, ଜଗତସିଂହପୁରର ୨୯, ଝାରସୁଗୁଡ଼ାର ୨୫, ବାଲେଶ୍ୱରର ୧୭, ଢେଙ୍କାନାଳର ୧, ସୋନପୁରର ୪, କନ୍ଧମାଳର ୧୨, ଭଦ୍ରକର ୧୧, ବରଗଡ଼ର ୧୪, ଯାଜପୁରର ୨୧, ଗଞ୍ଜାମର ୪୦, ଗଜପତି ୪୭, ପୁରୀ ୩, ସୁନ୍ଦରଗଡ଼ର ୧, ସମ୍ବଲପୁର ୨, ବଲାଙ୍ଗୀର ୧, ମୟୂରଭଞ୍ଜର ୬, କେନ୍ଦ୍ରାପଡ଼ାର ୫ଜଣ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶ ଯୋଗ୍ୟ, ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୧୬୦କୁ ବୃଦ୍ଧି ପାଇଛି। ସେଥିରୁ ୩,୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୬୦୭ଜଣ ଆକ୍ଟିଭ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri