ନୂଆ ୩ କରୋନା ପଜିଟିଭଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ୨ ସୁରଟ, ୧ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଚିହ୍ନଟ ହୋଇଥିବା ନୂତନ ୩ କରୋନା ପଜିଟିଭଙ୍କ ତଥ୍ୟ ଦେଇଛି ସ୍ବାସ୍ଥ୍ୟ ବିଭାଗ॥ ଏମାନଙ୍କ ମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବାବେଳେ ଅନ୍ୟ ୨ ଜଣ ବାଲେଶ୍ୱର ଜିଲାର। ଜଗତ୍‌ସିଂହପୁରର ଆକ୍ରାନ୍ତ ୭୦ ବର୍ଷୀୟ ପଶ୍ଚିମବଙ୍ଗ ଫେରନ୍ତା। ସେହିପରି ବାଲେଶ୍ୱରର ଆକ୍ରାନ୍ତ ଦ୍ୱୟ ୨୬ ଓ ୨୯ ବର୍ଷୀୟ ଯୁବକ। ଉଭୟ ସୁରଟ ଫେରନ୍ତା। ତେବେ ଏହି ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନରେ ଥିଲେ ବୋଲି ସୂଚନା ଦିଆଯାଇଛି।
ଏହାକୁ ମିଶାଇ ଜଗତ୍‌ସିହପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଥିବା ବେଳେ ବାଲେଶ୍ୱର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri