ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶାସକ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି।

  • ଜିଲା: କାହାକୁ ମିଳିଲା ଦାୟିତ୍ୱ
    ନବରଙ୍ଗପୁର : ସଞ୍ଜୟ କୁମାର ଦାସବର୍ମା
    ରାୟଗଡ଼ା : ସଞ୍ଜୟ କୁମାର ଦାସବର୍ମା
    କୋରାପୁଟ : ଚନ୍ଦ୍ରସାରଥୀ ବେହେରା
    ମାଲକାନାଗିରି : ଚନ୍ଦ୍ରସାରଥୀ ବେହେରା
    କଳାହାଣ୍ଡି : ନବକିଶୋର ଦାସ
    ବରଗଡ଼ : ପ୍ରଫୁଲ୍ଲ କୁମାର ମଲ୍ଲିକ
    ବଲାଙ୍ଗୀର: ସୁଶାନ୍ତ ସିଂହ
    ଗଞ୍ଜାମ: ମହେଶ୍ୱର ମହାନ୍ତି
    ଗଜପତି: ପୂର୍ଣ୍ଣଚନ୍ଦ୍ର ସ୍ବାଇଁ
    କନ୍ଧମାଳ: ବିକ୍ରମ କେଶରୀ ଆରୁଖ
    ଢେଙ୍କାନାଳ: ବିଜୟ ନାୟକ
    ବୌଦ୍ଧ : କୃତିବାସ ପାତ୍ର
    ଅନଗୁଳ : ନିରଞ୍ଜନ ପୂଜାରୀ
    ସମ୍ବଲପୁର : ନଳିନୀକାନ୍ତ ପ୍ରଧାନ
    ଦେବଗଡ଼ : ନଳିନୀକାନ୍ତ ପ୍ରଧାନ
    ସୁନ୍ଦରଗଡ଼ : ପ୍ରୀତିରଞ୍ଜନ ଘଡ଼େଇ
    କେନ୍ଦୁଝର : ଦିବ୍ୟଶଙ୍କର ମିଶ୍ର
    ମୟୂରଭଞ୍ଜ : ପ୍ରଣବ ପ୍ରକାଶ ଦାସ
    ବାଲେଶ୍ୱର : ପ୍ରତାପ ଜେନା
    ଭଦ୍ରକ : ରଣେନ୍ଦ୍ର ପ୍ରତାପ ସ୍ବାଇଁ
    କେନ୍ଦ୍ରାପଡ଼ା : ପ୍ରମିଳା ମଲ୍ଲିକ
    ଜଗତସିଂହପୁର : ଦେବାଶିଷ ସାମନ୍ତରାୟ
    ପୁରୀ: ପ୍ରଦୀପ କୁମାର ଅମାତ
    ଖୋର୍ଦ୍ଧା: ପ୍ରସନ୍ନ ଆଚାର୍ଯ୍ୟ
    ନୂଆପଡ଼ା: ସୌଭାଗ୍ୟ ନାୟକ
    କଟକ: ଉଷା ଦେବୀ
    ଯାଜପୁର: ଅଶୋକ ଚନ୍ଦ୍ର ପଣ୍ଡା
    ନୟାଗଡ଼: ଅମର ପ୍ରସାଦ ଶତପଥୀ
    ଝାରସୁଗୁଡ଼ା : ପଦ୍ମନାଭ ବେହେରା
    ସୁବର୍ଣ୍ଣପୁର : ଆୟୂବ ଖାନ୍‌

Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri