ନେତନ୍ୟାହୁଙ୍କ ଭାଗ୍ୟ ପରୀକ୍ଷା

ଜେରୁଜେଲମ୍‌,୧୭।୯: ଇସ୍ରାଏଲ୍‌ରେ ନୂଆ ପ୍ରଧାନମନ୍ତ୍ରୀ ଚୟନ ପାଇଁ ମଙ୍ଗଳବାର ନେତାଙ୍କ ଭାଗ୍ୟ ପରୀକ୍ଷା ହେବ। ଏଥିପାଇଁ ମଙ୍ଗଳବାର ଦେଶରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ବହୁ ଭୋଟର ନିଜର ମତ ସାବ୍ୟସ୍ତ କରିଛନ୍ତି। ଚଳିତ ଥର ନିର୍ବାଚନରେ ନେତନ୍ୟାହୁଙ୍କ ଦକ୍ଷିଣପନ୍ଥୀ ଲିକୁଡ ଦଳ ଓ ବିରୋଧୀ ବ୍ଲୁ ଆଣ୍ଡ ହ୍ବାଇଟ ଦଳ ମଧ୍ୟରେ କଡ଼ା ଟକ୍କର ହେବ। ଉକ୍ତ ଦେଶରେ ୬ମାସ ଭିତରେ ଦ୍ୱିତୀୟ ଥର ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଛି। ଗତ ଥର ହୋଇଥିବା ନିର୍ବାଚନରେ ବହୁମତ ମିଳି ନ ଥିବାରୁ ନେତନ୍ୟାହୁଙ୍କ ଲିକୁଡ ଦଳ ମେଣ୍ଟ ସରକାର ଗଠନ କରିବାରେ ବିଫଳ ହୋଇଥିଲା। ଯଦି ଚଳିତ ଥର ନିର୍ବାଚନ ବେଞ୍ଜାମିନ ନେତନ୍ୟାହୁଙ୍କ ସପକ୍ଷରେ ଯାଏ ତେବେ ସେ ଦେଶର ପ୍ରଧାନମନ୍ତ୍ରୀ ଭାବେ ୫ଥର ରେକର୍ଡ ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ଶାନ୍ତି ଚୁକ୍ତିରେ ଏହି ୧୪ ସର୍ତ୍ତ ରଖିଛି ଇରାନ

ତେହରାନ,୧୫ା୬: ଆମେରିକା ସହ ପ୍ରସ୍ତାବିତ ୧୪ ସୂତ୍ରୀ ସର୍ତ୍ତ ଜାରି କରିଛି ଇରାନ। ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, ଏହି ଦାବିଗୁଡ଼ିକ ହେଲା ୩୦ ଦିନ ଭିତରେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଆମେରିକା-ଇରାନର ଶାନ୍ତି ଚୁକ୍ତିକୁ ବିଶ୍ୱର ସ୍ବାଗତ

ଓ୍ବାଶିଂଟନ,୧୫ା୬: ଇରାନ-ଆମେରିକା ଶାନ୍ତି ଚୁକ୍ତି ପାଇଁ ରାଜି ହୋଇଥିବାରୁ ସାରା ବିଶ୍ୱ ଏହାକୁ ସ୍ବାଗତ କରିଛି। କତାର, ତୁର୍କି, ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଆଦି ଦେଶ…

ଶାନ୍ତି ଚୁକ୍ତି ପାଇଁ ଆମେରିକା-ଇରାନ ରାଜି, ଖୋଲିବ ହର୍ମୁଜ, ଅବରୋଧ ହଟାଇ…

ଓ୍ବାଶିଂଟନ,୧୫ା୬: ଐତିହାସିକ ଶାନ୍ତି ଚୁକ୍ତି ପାଇଁ ଆମେରିକା ଏବଂ ଇରାନ ସହମତି ପ୍ରକାଶ କରିଛନ୍ତି। ଶୁକ୍ରବାର ସ୍ବିଜରଲାଣ୍ଡ ଜେନେଭାରେ ଏହି ଐତିହାସିକ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri