ନେପାଳରେ ଚିହ୍ନଟ ହେଲେ ପ୍ରଥମ କୋରୋନା ଭାଇରସ ରୋଗୀ

କାଠମାଣ୍ଡୁ,୨୪।୧: ଚାଇନାର ଉହାନ ସହରରୁ ଆସିଥିବା ଜଣେ ଛାତ୍ରଙ୍କ ନିକଟରେ କୋରୋନା ଭାଇରସ ପଜିଟିଭ ଥିବା ଚିହ୍ନଟ ହୋଇଛି। ନେପାଳ ସ୍ବାସ୍ଥ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଏହି ଭାଇରସ ଗତବର୍ଷ ଡିସେମ୍ବରରେ ଚାଇନାର ଉହାନ ସହରରେ ଚିହ୍ନଟ ହୋଇଥିବା ବେଳେ ଏବେ ଏହା ସାଉଥ୍‌ କୋରିଆ, ଜାପାନା, ତାଇଓ୍ବାନ ଓ ଥାଇଲାଣ୍ଡକୁ ବ୍ୟାପି ଗଲାଣି। ଏହାକୁ ଦେଖି ବିଭନ୍ନ ଦେଶରେ ଚାଇନାରୁ ଆସୁଥିବା ଲୋକେ ଓ ଚାଇନା ଗସ୍ତ କରୁଥିବା ଲୋକଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏମିତିକି ଭାରତ ଚାଇନାରେ ପାଳନ କରିବାକୁ ଥିବା ସାଧାରଣତନ୍ତ୍ର ଦିବସକୁ ବାତିଲ କରିଦେଇଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ଚାଇନାରେ କୋରୋନା ଭାଇରସରେ ଶୁକ୍ରବାର ସୁଦ୍ଧା ପ୍ରାୟ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri