କାଠମାଣ୍ଡୁ,୨୭।୩: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଅଲୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ରାତିରେ ୬୯ ବର୍ଷୀୟ ଅଲୀଙ୍କ ହୃଦ୍ସ୍ପନ୍ଦନ ବଢ଼ିଯିବା ସହ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ତ୍ରିଭୁବନ ୟୁନିଭର୍ସିଟି ଟିଚିଂ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କୁ ସ୍ବାସ୍ଥାବସ୍ଥା ଭଲ ଅଛି ଏବଂ ତାଙ୍କୁ ଶୁକ୍ରବାର ସନ୍ଧ୍ୟାରେ ହସ୍ପିଟାଲରୁ ଡିସ୍ଚାର୍ଜ କରାଯାଇପାରେ ବୋଲି ପ୍ରଧାନମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତା ସୂଚନା ଦେଇଛନ୍ତି।
Posted inHome, Home Left, ଅନ୍ତର୍ଜାତୀୟ View All
Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ
ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…
ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…
ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…
ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!
ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…
ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ
ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…
‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ
ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…
ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି
ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…
ରାଜଧାନୀରେ ମହିଳାଙ୍କୁ ବଳାତ୍କାର
ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…
Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’
ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…
Archives

