Posted inଖେଳ

ନେମାର ସର୍ବକନିଷ୍ଠ ବ୍ରାଜିଲ ଖେଳାଳି

ସିଙ୍ଗାପୁର, ୧୧।୧୦ (ଏଏଫ୍‌ପି)- ବ୍ରାଜିଲ ପକ୍ଷରୁ ୧୦୦ ମ୍ୟାଚ୍‌ ଖେଳିବାରେ ନେମାର ସର୍ବକନିଷ୍ଠ ଫୁଟ୍‌ବଲର ହୋଇଛନ୍ତି। ଗୁରୁବାର ଏଠାରେ ସେନେଗାଲ ବିପକ୍ଷ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳିବା ଅବସରରେ ପ୍ୟାରିସ ସେଣ୍ଟ-ଜର୍ମେନ ଦଳର ଷ୍ଟାର୍‌ ଫରଓ୍ବାର୍ଡ ନେମାର ଏହି କୃତିତ୍ୱ ଲାଭ କରିଛନ୍ତି। ବ୍ରାଜିଲ ଓ ନେମାର ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଥିଲା। ୨୭ ବର୍ଷୀୟ ନେମାର ବ୍ରାଜିଲ ପକ୍ଷରୁ ୧୦୦ ମ୍ୟାଚ୍‌ ଖେଳିବାରେ ୭ମ ଖେଳାଳି ହୋଇଛନ୍ତି। ୧୦୦ ମ୍ୟାଚ୍‌ରୁ ନେମାର ବର୍ତ୍ତମାନ ସୁଦ୍ଧା ୬୧ ଗୋଲସ୍କୋର କରିଛନ୍ତି। ଏଥିସହ ବ୍ରାଜିଲ ପକ୍ଷରୁ ସର୍ବାଧିକ ଗୋଲସ୍କୋର କରିଥିବା ଖେଳାଳି ତାଲିକାର ସେ ୩ୟ ସ୍ଥାନରେ ରହିଛନ୍ତି। ଏହି ତାଲିକାରେ କିମ୍ବଦନ୍ତୀ ଖେଳାଳି ପେଲେ (୭୭) ଓ ରୋନାଲ୍ଡୋ (୬୨) ଯଥାକ୍ରମେ ପ୍ରଥମ ଓ ୨ୟ ସ୍ଥାନରେ ରହିଛନ୍ତି। ନେମାର ୨୦୧୬ ରିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ବ୍ରାଜିଲ ଦଳର ପ୍ରମୁଖ ସଦସ୍ୟ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri