ନେଳିଆବାଗରେ ଆବଦ୍ଧାଞ୍ଚଳ ଅବଧି ବଢ଼ିଲା

ବାଲେଶ୍ୱର ଅଫିସ, ୪ା୫-ବାଲେଶ୍ୱର ଜିଲାର ପ୍ରଥମ କରୋନା ସଂକ୍ରମିତ ନେଳିଆବାଗର ଜଣେ ୫୮ ବର୍ଷୀୟ ବୟସ୍କ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଗତ ଏପ୍ରିଲ ୧୯ରୁ ୨୬ତାରିଖ ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ପରେ ଉକ୍ତ ଅଞ୍ଚଳରେ ଲଗାତାର ୭ଜଣ ସଂକ୍ରମିତ ଭାବେ ଚିହ୍ନଟ ହେବା ପରେ ଆବଦ୍ଧାଞ୍ଚଳକୁ ୨୬ ତାରିଖରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖାଯାଇଥିଲା। ପରେ ଉକ୍ତ ୫୮ ବର୍ଷୀୟ ସୁପରସ୍ପ୍ରେଡ଼ର ଭାବେ ୧୨ ଜଣଙ୍କୁ ସଂକ୍ରମିତ କରିଥିବାର ଜଣାପଡ଼ିବା ପରେ ଉକ୍ତ ଅଞ୍ଚଳକୁ ପୁଣି ଥରେ ସ୍ବତନ୍ତ୍ର ନିର୍ଦ୍ଦେଶ ଚିଠି (ନଂ, ୧୦୦୦) ଅନୁଯାୟୀ ମେ’ ୨ରୁ ୯ ତାରିଖ ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳ ଅବଧିକୁ ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri