ନେଳିଆବାଗ୍‌ର ୬୧ନଂ ଆକ୍ରାନ୍ତ ପାଲଟିଛନ୍ତି ‘ସୁପର୍‌ ସ୍ପ୍ରେଡର୍‌’; ୧୨ଜଣଙ୍କୁ କଲେଣି ସଂକ୍ରମିତ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାଲେଶ୍ୱର ନେଳିଆବାଗର ୬୧ନଂ କରୋନା ପଜିଟିଭ୍‌ ବ୍ୟକ୍ତି ‘ସୁପର୍‌ ସ୍ପ୍ରେଡର୍‌’ ପାଲଟିଛନ୍ତି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳର ଆଉ ୫ଜଣଙ୍କ ତଥ୍ୟ ଦିଆଯିବା ପରେ ଏହା ସ୍ପଷ୍ଟ ହୋଇଛି। ବ୍ୟକ୍ତିଜଣଙ୍କ ଏହି ୫ରୁ ୪ଜଣଙ୍କୁ ସଂକ୍ରମିତ କରିଛନ୍ତି। ପୂର୍ବରୁ ମଧ୍ୟ ସେ ୮ଜଣଙ୍କୁ ସଂକ୍ରମିତ କରିଥିଲେ। ଏଣୁ ଇତିମଧ୍ୟରେ ମୋଟ ୧୨ଜଣଙ୍କୁ ସେ ସଂକ୍ରମିତ କଲେଣି।

୧୦୪,୧୦୫,୧୦୬,୧୦୭ ନଂ ଆକ୍ରାନ୍ତ ୬୧ନଂ ଆକ୍ରାନ୍ତଙ୍କ ପାଖ ପଡ଼ୋଶୀ। ଏହାଛଡ଼ା ୧୦୮ନଂ ଆକ୍ରାନ୍ତ ୭୯ନଂଙ୍କ ପଡ଼ୋଶୀ ବୋଲି ଜଣାପଡ଼ିଛି। ତେବେ ୬୧ନଂଙ୍କ ସଂସ୍ପର୍ଶରେ ଆସି ୭୯ନଂ ଆକ୍ରାନ୍ତ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଣୁ ପରୋକ୍ଷରେ ୬୧ନଂ ଆକ୍ରାନ୍ତ ହିଁ ସୁପର୍‌ ସ୍ପ୍ରେଡ୍‌ର ବୋଲି କୁହାଯାଉଛି।

ସେହିଭଳି ନେଳିଆବାଗ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖାଯାଉଛି। ବିଶେଷକରି ୬୧ନଂ ଆକ୍ରାନ୍ତଙ୍କ ଯୋଗୁ ଏପରି ହେଉଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri