ନେହା ଯେଉଁ ସ୍କୁଲରେ ପଢୁଥିଲେ, ସେହି ସ୍କୁଲ ବାହାରେ ସିଙ୍ଗଡା ବିକୁଥିଲେ ତାଙ୍କ ବାପା: ଏମିତି ହେଲେ ଟପ୍‌ ସିଙ୍ଗର୍‌

ବଲିଉଡର ସୁନ୍ଦରୀ ଗାୟିକା ନେହା କକ୍କରଙ୍କ ଆଜି ଜନ୍ମଦିନ। ୧୯୮୮, ଜୁନ ୬ରେ ଉତ୍ତରାଖଣ୍ଡର ହୃଷିକେଶରେ ଜନ୍ମଗ୍ରହଣ କରିଥିଲେ ନେହା। ମାତ୍ର ୪ ବର୍ଷ ବୟସରେ ଗୀତ ଗାଇବା ଆରମ୍ଭ କରିଥିଲେ ସେ। ୨୦୦୬ରେ ଇଣ୍ଡିଆନ୍‌ ଆଇଡଲର ଦ୍ୱିତୀୟ ସିଜିନରେ ଅଡିସନ୍‌ ଦେଇ କ୍ୱାଲିଫାଏ କରିଥିଲେ। ଯାହା ତାଙ୍କ ଜୀବନକୁ ସମ୍ପୂର୍ଣ୍ଣ ବଦଳାଇଦେଇଥିଲା। ଛୋଟବେଳୁ ଗୀତ ଗାଇବାର ନିଶା ଥିଲେ ମଧ୍ୟ ପରିବାରର ଆର୍ଥତ୍କ ସଙ୍କଟ ଦେଖି ନିଜ ରୁଚିକୁ ଚାପି ଦେବାକୁ ଚେଷ୍ଟା କରିଥିଲେ ନେହା। କିନ୍ତୁ ପିତାଙ୍କ ପ୍ରେରଣାରେ ସେ ସଙ୍ଗୀତ ଶିକ୍ଷା ପାଇଁ ଆଡମିଶନ ନେଇଥିଲେ। ନେହା ଏକ ସାକ୍ଷାତ କାରରେ କହିଥିଲେ, ମୁଁ ଯେଉଁ ସ୍କୁଲରେ ପାଠ ପଢୁଥିଲି, ସେହି ସ୍କୁଲ ବାହାରେ ବାପା ସମୋସା(ସିଙ୍ଗଡା) ବିକୁଥିଲେ। କିନ୍ତୁ ମୋତେ କୌଣସି ଫରକ୍‌ ପଡି ନ ଥିଲା। ମୋ ସାଙ୍ଗମାନେ ମୋତେ ଚିଡାଉଥିଲେ ମଧ୍ୟ ମୁଁ କାହା କଥା ଶୁଣୁ ନ ଥିଲି ବୋଲି କହନ୍ତି ନେହା। ବଲିଉଡରେ ଟପ୍‌ ସିଙ୍ଗରଙ୍କ ମଧ୍ୟରେ ଅନ୍ୟତମ ନେହାଙ୍କ ଭଉଣୀ ସୋନୁ ଏବଂ ଭାଇ ଟୋନି କକ୍କର ମଧ୍ୟ ଜଣେ ଜଣାଶୁଣା ସିଙ୍ଗର।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri