Posted inଜାତୀୟ

ନ୍ୟାଶନାଲ ହେରାଲ୍ଡ ମାମଲା: ୟଙ୍ଗ ଇଣ୍ଡିଆ କାର୍ଯ୍ୟାଳୟ ସିଲ୍‌

ନୂଆଦିଲ୍ଲୀ,୩।୮: ନ୍ୟାଶନାଲ ହେରାଲ୍ଡ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ବୁଧବାର ଇଡି ହେରାଲ୍ଡ ହାଉସରେ ଅବସ୍ଥିତ ୟଙ୍ଗ ଇଣ୍ଡିଆର କାର୍ଯ୍ୟାଳୟକୁ ସିଲ କରିଛି। ମଙ୍ଗଳବାର ଇଡି ଏହି କାର୍ଯ୍ୟାଳୟରେ ଚଢାଉ କରିଥିଲା। ୟଙ୍ଗ ଇଣ୍ଡିଆନ କମ୍ପାନୀର ୩୮% ଶେୟାର ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ନିକଟରେ ଅଛି। ୟଙ୍ଗ ଇଣ୍ଡିଆନ କମ୍ପାନୀ ଆସୋସିଏଟେଡ ଜର୍ଣ୍ଣାଲ ଲିମିଟେଡ ଅର୍ଥାତ୍‌ ଏଜେଏଲ୍‌କୁ ଅଧିଗ୍ରହଣ କରିଥିଲା।
ମଙ୍ଗଳବାର ନ୍ୟାଶନାଲ ହେରାଲ୍ଡ ସହ ଜଡିତ ଅର୍ଥ ହେରଫେର ମାମଲାରେ ହେରାଲ୍ଡ ହାଉସ ସମେତ ୧୩ଟି ସ୍ଥାନରେ ଇଡି ଚଢାଉ କରିଥିଲା। ଏହି ମାମଲାରେ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ପଚରାଉଚରା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri