ନ୍ୟାୟ ପାଇଁ ଧାରଣା ଘଟଣା: ଆକ୍ରମଣକାରୀ ଗିରଫ

ତିହିଡ଼ି,୨।୩(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବୁଧପୁର ଗ୍ରାମର ସନ୍ତୋଷ କୁମାର ଜେନା ନାମକ ଜଣେ ବ୍ୟକ୍ତିଙ୍କୁ ରବିବାର ଆକ୍ରମଣ କରାଯାଇଥିଲା। ପୋଲିସଠାରୁ ନ୍ୟାୟ ନ ପାଇ ସନ୍ତୋଷ ତାଙ୍କ ପରିବାର ସହିତ ରବିବାର ସନ୍ଧ୍ୟାରେ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ପରେ ଆକ୍ରମଣ ଘଟଣା ନେଇ ତିହିଡ଼ି ପୋଲିସ ଏକ ମାମଲା(ନଂ.୬୭/୨୦) ରୁଜୁ କରିଥିଲା। ବୁଧପୁର ଗ୍ରାମର ବାବୁଲା ଜେନାଙ୍କୁ ସୋମବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅପରପକ୍ଷେ ବାବୁଲାଙ୍କ ମା’ ସବିତା ଜେନାଙ୍କ ଅଭିଯୋଗକ୍ରମେ ଥାନାରେ ଅନ୍ୟ ଏକ ମାମଲା(ନଂ.୬୮/୨୦) ରୁଜୁ ହୋଇଛି। ଉଲ୍ଲେଖନୀୟ ଯେ, ସନ୍ତୋଷଙ୍କ ନଡ଼ିଆ ଗଛକୁ ଜାଳିଦେବା ଘଟଣାକୁ ନେଇ ବାବୁଲାଙ୍କ ସହ ତାଙ୍କର ପାଟିତୁଣ୍ଡ ହୋଇଥିଲା। ପରେ ବାବୁଲା ଓ ଅନ୍ୟମାନେ ସନ୍ତୋଷଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଆହତ ସନ୍ତୋଷ ତିହିଡ଼ି ଥାନା ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଦିନ ମଧ୍ୟରେ ଶୁଭେନ୍ଦୁ ସରକାରଙ୍କ ପ୍ରଥମ ୟୁ-ଟର୍ଣ୍ଣ, ଗଣମାଧ୍ୟମକୁ ନେଇ ନେଲେ ଏଭଳି ନିଷ୍ପତ୍ତି

କୋଲକାତା,୨୨।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ଭାଜପା ସରକାର ପଶ୍ଚିମବଙ୍ଗରେ ଦାୟିତ୍ୱ ଗ୍ରହଣ କରିବାର ୧୨ ଦିନ ବିତିଗଲାଣି। ଏହି ସମୟ ମଧ୍ୟରେ ପ୍ରଶାସନ ଦ୍ରୁତ ଗତିରେ ନିଷ୍ପତ୍ତି…

ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆଦର, କେଉଁଠି କମିଲା ତ କେଉଁଠି ବଢ଼ିଲା?

ନୂଆଦିଲ୍‌ଲୀ,୨୨।୫: ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟରେ ଅସ୍ଥିରତା ମଧ୍ୟରେ, ଦେଶର ସରକାରୀ ତୈଳ କମ୍ପାନୀଗୁଡ଼ିକ ଆଜି ପେଟ୍ରୋଲ ଏବଂ ଡିଜେଲର ନୂତନ ଦର ପ୍ରକାଶ କରିଛନ୍ତି।…

ଯୁଦ୍ଧ ରୋକିବା ପାଇଁ ୪ଟି ସର୍ତ୍ତ ଜାରି କଲେ ଟ୍ରମ୍ପ, ବଡ଼ ଧମକ ଦେଇ କହିଲେ- ଇରାନ ନ ମାନିଲେ…

ନୂଆଦିଲ୍ଲୀ,୨୨।୫: ମଧ୍ୟପ୍ରାଚ୍ୟ ଆଉ ଏକ ଯୁଦ୍ଧର ଆଶଙ୍କାରେ ପଡ଼ିପାରେ। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ବିପଦରେ ପଡ଼ିଛି, ଏବଂ ପୁଣି ଥରେ ଯୁଦ୍ଧ ଆରମ୍ଭ ହୋଇପାରେ।…

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri