ନ୍ୟୁଜିଲାଣ୍ଡରେ ଆତଙ୍କବାଦୀ ଆକ୍ରମଣ: ୬ ଜଣଙ୍କୁ ଛୁରାମାଡ ପରେ ୬୦ ସେକେଣ୍ଡରେ ପୋଲିସ ଗୁଳିରେ ନିହତ ଆକ୍ରମଣକାରୀ

ୱେଲିଂଟନ,୩ ।୯: ନ୍ୟୁଜିଲାଣ୍ଡର ଓକଲ୍ୟାଣ୍ଡ ସୁପରମାର୍କେଟରେ ଜଣେ ଆତଙ୍କବାଦୀ ଏକକାଳୀନ ୬ଜଣଙ୍କୁ ଛୁରାମାଡ କରିଥିଲେ । ତତ୍‌କ୍ଷଣାତ୍ ପୋଲିସ ଉକ୍ତ ଆତଙ୍କବାଦୀଙ୍କ ଉପରକୁ ଗୁଳି ଚଳାଇବାରୁ ମାତ ୬୦ ସେକେଣ୍ଡ ମଧ୍ୟରେ ସେ ନିହତ ହୋଇଥିବା କୁହାଯାଉଛି । ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡର୍ନ ଏହାକୁ ଆତଙ୍କବାଦୀ ଆକ୍ରମଣ ବୋଲି କହିଛନ୍ତି । ସେ କହିଛନ୍ତି ଆକ୍ରମଣ କରିଥିବା ବ୍ୟକ୍ତି ଆତଙ୍କବାଦୀ ସଙ୍ଗଠନ ଆଇଏସ୍ ଦ୍ୱାରା ପ୍ରେରଣା ପାଇଛି । ପୋଲିସର ସୂଚନା ଅନୁଯାୟୀ, ଓକଲ୍ୟାଣ୍ଡର ସୁପର ମାର୍କେଟରେ ଦିନ ପ୍ରାୟ ୨ଟା ୪୦ରେ ଏହି ଘଟଣା ଘଟିଛି । ପୋଲିସ ଉକ୍ତ ବ୍ୟକ୍ତିଙ୍କ ଉପରେ ଲଗାତାର ନଜର ରଖିଥିବାରୁ ଘଟଣା ଘଟିବାର ମାତ୍ର ୬୦ ସେକେଣ୍ଡ ମଧ୍ୟରେ ପୋଲିସ ଗୁଳିରେ ଆକ୍ରମଣକାରୀ ଟଳି ପଡିଛନ୍ତି ବୋଲି ପୋଲିସ କହିଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଉକ୍ତ ବ୍ୟକ୍ତି ଜଣଙ୍କ ଶ୍ରୀଲଙ୍କା ବାସିନ୍ଦା ହୋଇଥିବା ବେଳେ ତାଙ୍କର ଆଇଏସ୍ ସହ ସମ୍ପର୍କ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri