ନ୍ୟୁୟର୍କରେ ଛୁଟି ମନାଇ ମୁମ୍ବାଇ ଫେରିବା ପରେ କ୍ୟାମେରା ସାମ୍ନାରେ ମୁହଁ ଲୁଚାଇଲେ ରଣବୀର, ମୁରୁକି ହସୁଥିଲେ ଆଲିଆ

ଆଲିଆ ଏବଂ ରଣବୀରଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚା କମୁନି। କିଛିଦିନ ତଳେ ଦୁଇଜଣ ଯାକ ନ୍ୟୁୟର୍କରେ ଛୁଟି ମନାଉଥିବା ଖବର ଆସିଥିଲା। ତେବେ ଛୁଟି କଟାଇ ମୁମ୍ବାଇ ଫେରିବା ପରେ କ୍ୟାନସର ପୀଡ଼ିତ ଋଷି କପୁରଙ୍କ ଭେଟିବା ପାଇଁ ଯାଇଥିଲେ। ଏୟାରପୋର୍ଟରେ ଆଲିଆ-ରଣବୀରଙ୍କୁ ଦେଖି ଫ୍ୟାନ୍‌ମାନେ ଘେରିଯାଇ ଫଟୋ ଉଠାଇବାରେ ଲାଗିଗଲେ। ଏଠାରେ ପୂରା କପୁର ଫ୍ୟାମିଲି ସହ ଆଲିଆଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। କ୍ୟାମେରା ସାମ୍ନାରେ ଆଲିଆ ମୁରୁକି ହସୁଥିବାବେଳେ ରଣବୀର କିନ୍ତୁ ମୁହଁ ଲୁଚାଇଥିଲେ। ଯାହାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କହିରଖୁଛୁ, ଆଲିଆ ଏବଂ ରଣବୀର ବାରଣସୀରେ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ଶୁଟିଂ ସାରିଛନ୍ତି। ଫିଲ୍ମଟିର ନିର୍ଦ୍ଦେଶନା ଦେଇଛନ୍ତି ଆୟନ ମୁଖାର୍ଜୀ। ଆଲିଆ-ରଣବୀରଙ୍କ ବ୍ୟତୀତ ଏଥିରେ ଅମିତାଭ ବଚ୍ଚନ, ନାଗାର୍ଜ୍ଜୁନ, ମୌନୀ ରାୟ ପ୍ରମୁଖ ଅଭିନୟ କରୁଛନ୍ତି। ଫିଲ୍ମଟି ଆସନ୍ତାବର୍ଷ ରିଲିଜ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri