ନ୍ୟୁୟର୍କରେ ବିସ୍ଫୋରଣ: ୪ ମୃତ, ୩ ଆହତ

ନ୍ୟୁୟର୍କ,୧୨।୧୦: ଆମେରିକାର ନ୍ୟୁୟର୍କରେ ଥିବା ଏକ ପ୍ରାଇଭେଟ କ୍ଲବରେ ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଶନିବାର ସକାଳ ୭ ସମୟରେ ବ୍ରୁକ୍‌ଲିନ୍‌ରେ ଏଭଳି କାଣ୍ଡ ଘଟିଥିଲା। ପୋଲିସ ସିସିଟିଭି ଯାଞ୍ଚ୍‌ କରି ଅଭିଯୁକ୍ତଙ୍କୁ ଖୋଜିବାକୁ ଚେଷ୍ଟା କରୁଛି।

Share