Posted inଜାତୀୟ

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୨୦୨୪ ପର୍ଯ୍ୟନ୍ତ ନୂଆ ଭାରତ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମୋଦିଙ୍କ ସବ୍‌କା ସାଥ୍‌, ସବ୍‌କା ବିକାଶ ଏବଂ ସବ୍‌କା ବିଶ୍ୱାସ ଆଧାରରେ ନୀତି ଆୟୋଗର ଯୋଜନା ପ୍ରସ୍ତୁତ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri