ଫୁଲବାଣୀ ଅଫିସ, ୪ା୬- କନ୍ଧମାଳ ଜିଲାରେ ଏସ୍ଓଜି ଏବଂ ଡିଭିଏଫ୍ ଯବାନଙ୍କ ଦ୍ୱାରା ମିଳିତ କୋମ୍ବିଂ ବେଳେ ନୟାଗଡ ଜଙ୍ଗଲ ସୀମାରେ ଏକ ମାଓବାଦୀ କ୍ୟାମ୍ପ ବୁଧବାର ଠାବ ହୋଇଛି। ଏହି ଘଟଣାରେ ଗୁଳି ବିନିମୟ ହୋଇ ନ ଥିବାବେଳେ ସେଠାରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ସେଥି ମଧ୍ୟରେ ରହିଛି ୱାକି ଟକି, ଡିଜିଟାଲ କ୍ୟାମେରା, ଇନ୍ଫ୍ୟାରେଡ ୱାଇଲ୍ଡ ଲାଇଫ୍ କ୍ୟାମେରା, କିଛି କାଗଜ ପତ୍ର, ମାଓବାଦୀ ପୋଷାକ ଏବଂ କ୍ୟାମ୍ପ ପାଇଁ ବ୍ୟବହୃତ ଅନ୍ୟାନ୍ୟ ସାମଗ୍ରୀ। କୋମ୍ବିଂ ଅପରେଶନ କନ୍ଧମାଳ-ନୟାଗଡ ସୀମାରେ ହୋଇଥିବା କନ୍ଧମାଳ ଏସ୍ପି ପ୍ରତୀକ ଗୀତା ସିଂ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…
ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...
ପୋଲିସକୁ ଦେଖି ହାଇସ୍ପିଡ୍ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…
ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ ରାସ୍ତାରେ ଯାଉଥିବା...
ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ
ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…
ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...
ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ…
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...
ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା
ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...
କଟକରେ ଐତିହାସିକ ରେକର୍ଡ କଲେ ବୁମ୍ରା: ପ୍ରଥମ ଭାରତୀୟ ବୋଲର୍ ଭାବେ…
କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...
Archives


