ନୟାହାଟରେ ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣକୁ ବିରୋଧ

ଚାନ୍ଦବାଲି, ୨୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ନୟାହାଟ ଗଁାରେ ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗର ପ୍ରସ୍ତାବିତ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏ ନେଇ ଶୁକ୍ରବାର ଜମି ଅଧିଗ୍ରହଣ ବେଳେ ଲୋକେ ଏହାକୁ ବିରୋଧ କରିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ସହ ଗ୍ରାମବାସୀଙ୍କ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଲୋକଙ୍କୁ ବୁଝାଶୁଝା କରିବା ପରେ ପୋଲିସ ଉପସ୍ଥିତିରେ ସେଠାରେ ମେଶିନ ସହାୟତାରେ ଜମିକୁ ପରିଷ୍କାର କରାଯାଇ ସମତୁଲ କରାଯାଇଛି। ତେବେ ନିର୍ମାଣର ପ୍ରାଥମିକ ପର୍ଯ୍ୟାୟ ମୃତ୍ତିକା ପରୀକ୍ଷା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri