ପଁଚେତ୍‌ର ସମସିଆ ବାବ୍‌ଦେ ବିଡିଓକୁଁ ଦାବିପତର

ଜାମଟିକ୍ରା, ୨।୭ (ଡି.ଏନ୍‌.ଏ.): ଅତାବିରା ବ୍ଲକ ଅମଲିପାଲି ପଁଚେତ୍‌ର ପାଖାପାଖି ୭୦ ଭାଗ୍‌ ଲୋକ ଅନୁସୂଚୀତ ଜାତି ଆର ଜନଜାତି ବରଗର ଆଏ। ୧୨ଟା ଓ୍ବାର୍ଡକେ ନେଇ ଇ ପଁଚେତ୍‌ ଗଠିତ୍‌। ଇ ପଁଚେତ୍‌ରେ ସବୁବେଲେ ଭିନେ ଭିନେ ସମସିଆ ଲାଗିରହିଛେ। ଇସବୁର ସମାଧାନ ଲାଗି ପଁଚେତ୍‌ବାସୀ ସୋମବାର ସକାଲର ସାଢ଼େ ୧୧ ବଜେ ବିଡିଓକୁଁ ଗୁଟେ ଦାବିପତର ଦେଇଛନ୍‌।
ଇ ପଁଚେତ୍‌ରେ ୬୦ ବଛର୍‌ରୁ ଅଧ୍‌କା ବଏସ୍‌ ହେଇଥିବାର ଅନେକ ଲୋକ୍‌ ବୁଢ଼ାବୁଢ଼ି ଭତା ପାଏବାରୁ ବଁଚିତ୍‌ ହେଇଛନ୍‌। ହେଲେ ୬୦ରୁ କମ୍‌ ବଏସର ଲୁକ୍‌କୁ ଭତା ମିଲୁଛେ। ଅନେକ ଗରିବ ଦୁଖି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରଖଁଡ଼େ ନାଇଁ ପାଏବାର। ଯେନ୍‌ଥିରଲାଗି ସେମାନେ ବରଷାରେ ବଡ଼ା ଗୁଲଗୁଲା ହେଇ ରହୁଛନ୍‌। ସେନ୍‌ତା ସ୍ବଚ୍ଛ ଭାରତ ମିଶନ ଜରିଆରେ ଅନେକ ଲୋକ ପାଇଖାନା ଆଏଜ୍‌ତକ ନାଇଁପାଇ। ପଁଚେତ୍‌ର ରାସ୍‌ତାଘାଟ କଥା ନାଇଁ କହେବାର ଭଲ। ଇ ପଁଚେତ୍‌ରେ ଉନ୍‌ନୟନ କାମ୍‌ ଗୁଟେ ପରକାର ଠପ୍‌ ହେଇଯାଇଛେ ବଲି ପଁଚେତ୍‌ବାସୀ ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ଅତାବିରା ବିଡିଓ ପ୍ରଣବ କୁମାର ଚାନ୍ଦକୁଁ ପଚରାଲାରୁ ସମସିଆର ସମାଧାନ କରବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri