ପଇଡ଼ ପାଣିର ଔଷଧୀୟ ଗୁଣ

ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇବା ସହ ବିଭିନ୍ନ ରୋଗରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ପଇଡ଼ ପାଣିର ଔଷଧୀୟ ଗୁଣ ସମ୍ପର୍କରେ କିଛି ଟିପ୍ସ…

– ଓଜନ ବୃଦ୍ଧି, ପେଟଥଣ୍ଡା ଆଦି ଅନେକ ସମସ୍ୟାରୁ ଏହା ମୁକ୍ତି ଦେଇଥାଏ।

– ଏହାକୁ ସକାଳେ ପିଇବା ଫଳରେ ଏହା ଆପଣଙ୍କୁ ଦିନସାରା ସତେଜ ଓ ଫୂର୍ତ୍ତି ରଖିଥାଏ।
– ଏହା ଥାଇରଡ ହରମୋନ ନିୟନ୍ତ୍ରଣ ହୋଇଥାଏ।

– କିଡ୍‌ନୀ ଷ୍ଟୋନ୍‌ରୁ ମଧ୍ୟ ମୁକ୍ତି ଦେଇଥାଏ।

– ଓଜନ କମ୍‌ କରାଇବାରେ ମଧ୍ୟ ସାହାଯ୍ୟ କରିଥାଏ। ଏଥିରେ କମ୍‌ ପରିମାଣର କ୍ୟାଲୋରି ଥାଏ। ଏହାକୁ ପିଇବା ଫଳରେ ଅନେକ ସମୟ ଭୋକ ହୋଇ ନ ଥାଏ।

– ଏହା ତ୍ୱଚାକୁ ମଧ୍ୟ କୋମଳ କରିଥାଏ।

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ…
ପଇଡ଼ ପାଣିରେ ହାଇଡ୍ରେଟ୍‌ ସହ ପୋଟାସିୟମ୍‌ ମଧ୍ୟ ରହିଥାଏ। ସେଥିଲାଗି ଆମେରିକୀୟମାନେ ସେମାନଙ୍କ ଡାଏଟ୍‌ରେ ଫଳ ଓ ପରିବା ଅପେକ୍ଷା ପଇଡ଼ ପାଣିକୁ ଅଧିକ ପ୍ରାଧ୍ୟନ୍ୟ ଦେଇଥାଆନ୍ତି। ମାତ୍ର ଏହାର ଅର୍ଥ ନୁହେଁ ଯେ, ଏଥିରେ ହାଇଡ୍ରେଡ୍‌ ଓ ପୋଷକତତ୍ତ୍ୱ ଥିବାରୁ ଫଳ ଓ ପରିବାକୁ ଛାଡି କେବଳ ଏହା ଉପରେ ସର୍ବଦା ନିର୍ଭରଶୀଳ ହେବେ। ଏଣୁ ପଇଡ଼ ପାଣି ସହ ଫଳ ଓ ପରିବା ଖାଇବା ନିହାତି ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri