Posted inବୌଦ୍ଧ

ପଙ୍ଗପାଳ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲା ପ୍ରଶାସନ: ଆଗୁଆ ପ୍ରସ୍ତୁତ ରହିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ବୌଦ୍ଧ,୪ା୬ (ସ୍ବ.ପ୍ର.)-ଦେଶରେ ବର୍ତ୍ତମାନ ପଙ୍ଗପାଳ ଆକ୍ରମଣ ଯୋଗୁ ବହୁ ଫସଲ ନଷ୍ଟ ହେଉଥିବାରୁ ଚାଷୀ ମହଲରେ ଭାଳେଣି ପଡିଯାଇଛି ା ଏହି ପରିପ୍ରେକ୍ଷୀରେ ବୌଦ୍ଧ ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ପଙ୍ଗପାଳ ଆକ୍ରମଣ ନିୟନ୍ତ୍ରଣ କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ପଙ୍ଗପାଳ ଆକ୍ରମଣରୁ କିପରି ଚାଷୀଙ୍କ ଫସଲ ରକ୍ଷା କରାଯାଇ ପାରିବ ସେ ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଯଦି ବୌଦ୍ଧ ଜିଲାକୁ ପଙ୍ଗପାଳ ଆସିବାର ସମ୍ଭାବନା ଦେଖାଦିଏ ସେ ସମ୍ପର୍କରେ ପ୍ରତିଦିନ ଖବର ସଂଗ୍ରହ କରିବା ସହିତ ଆଗୁଆ ସମସ୍ତ ପ୍ରସ୍ତୁତି କରିବାକୁ ବିଭାଗୀୟ କ୍ଷେତ୍ର ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ ନିକଟରେ…

ପୋଷ୍ଟ ଅଫିସ୍‌ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ…

ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ। ଅଭିଯୋଗ…

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ ଜିଲା…

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ…

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲାରେ…

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri