ପଙ୍ଗପାଳ ହଟାଇବାକୁ ପାକିସ୍ତାନ ସମେତ ପ୍ରସ୍ତୁତ ହେଉଛନ୍ତି ୪ ଦେଶ

ଇସ୍‌ଲାମାବାଦ,୧୧।୩: ପାକିସ୍ତାନ, ଭାରତ, ଇରାନ ଓ ଆଫଗାନିସ୍ତାନ ଆଦି ଦେଶ ପଙ୍ଗପାଳ ଦଳଠାରୁ ମୁକ୍ତି ପାଇବାକୁ ଉପାୟ ଚିନ୍ତା କରୁଛନ୍ତି। ଏହାକୁ ନେଇ ଏହି ୪ ଦେଶ ବୁଧବାର ଏକ ଭିଡଓ କନଫରେନ୍ସ ଆୟୋଜନ କରିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସବୁ ଦେଶର କୃଷିମନ୍ତ୍ରୀମାନେ ଏଥିରେ ଯୋଗ ଦେବେ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଚଳିତ ବର୍ଷ ଭାରତ-ପାକିସ୍ତାନ ସୀମାରେ ଏହି ପଙ୍ଗପାଳ ଏତେ ପରିମାଣରେ ବୃଦ୍ଧିପାଇଥିଲେ ଯେ ଏହା ଫଳରେ ହେକ୍ଟର ହେକ୍ଟର ଚାଷ ଜମି ନଷ୍ଟ ହୋଇଯାଇଥିଲା। ବିଶେଷଜ୍ଞଙ୍କ ମତରେ ପଙ୍ଗପାଳ ଦଳଙ୍କ ବଂଶ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ୩ ମାସ ମଧ୍ୟରେ ଏମାନଙ୍କ ସଂଖ୍ୟା ୨୦ ଗୁଣା ବୃଦ୍ଧି ପାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri