ପଞ୍ଚଭୂତରେ ଲିନ ହେଲେ ରିଷି

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କୁପରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୁମ୍ବାଇର ମରିିନ ଲାଇନ୍ସରେ ଥିବା ଚନ୍ଦନଓ୍ବାଡି ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଅପରାହ୍ନ ୩.୪୫ରେ ଶ୍ମଶାନ ଘାଟରେ ତାଙ୍କ ପାର୍ଥିକ ଶରୀର ପହଞ୍ଚିବା ପରେ ଶବଦାହ ଗୃହରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିବା ଖବର ମିଳିଛି। ଅନ୍ତିମ ସଂସ୍କାର ସମୟରେ ପତ୍ନୀ ନିତୁ କପୁର, ରିମା ଜୈନ, ମନୋଜ ଜୈନ, ରଣଧିର କପୁର, ଶୈଫ ଅଲି ଖାଁ. କରିନା କପୁର ଖାଁ, ଆଲିଆ ଭଟ୍ଟ, ଅଭିଷେକ ବଚ୍ଚନ ପ୍ରମୁଖ ପ୍ରାୟ ୨୫ ଜଣ ସାମିଲ ହୋଇଥିଲେ। ଦିଲ୍ଲୀରେ ରହୁଥିବା ରିଷିଙ୍କ ଝିଅ ରିଦ୍ଧିମା ଶେଷ ଦର୍ଶନ ପାଇଁ ପହଞ୍ଚି ପାରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଉପନିର୍ବାଚନ ପାଇଁ ୪ ସେଟ୍‌ ଫର୍ମ କିଣିଲେ ଉପାସନା: ଆରମ୍ଭ ହୋଇଗଲାଣି ଚର୍ଚ୍ଚା

ଭୁବନେଶ୍ୱର,୨।୬(ରବିନାରାୟଣ ଜେନା):ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟ ସଭାର ଆସନର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ଜାରି ହେବାର ପ୍ରଥମ ଦିନରେ ୪-ସେଟ୍‌ ଫର୍ମ ବିକ୍ରି ହୋଇଛି।…

ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ଦ୍ୱାରା ଛତ୍ରପୁର ମହୋତ୍ସବ ଉଦଘାଟିତ, ମନ ମୋହିଲା ଅନ୍ତରା-ଅନୁରାଗଙ୍କ ଗୀତ

ଛତ୍ରପୁର,୨ା୬(ଦିଲ୍ଲୀପ ସାମଲ) : ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ପାଇଁ ଉଠୁଛି ପଡୁଛି ଛତ୍ରପୁର ସହର । ଜନ ଗହଳି ସାଙ୍ଗକୁ ଆଲୋକ…

ଭାରତ ସହ କଲେ ଫ୍ରି ଟ୍ରେଡ ଡିଲ, ହେଲେ ପାକିସ୍ତାନକୁ କଲେ ପ୍ରଶଂସା, କାହିଁକି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୬: ଭାରତ ସହିତ ମୁକ୍ତ ବାଣିଜ୍ୟ ଚୁକ୍ତି ସମାପ୍ତ ହେବା ପରେ, ୟୁରୋପୀୟ ସଂଘ (EU)ର ବୈଦେଶିକ ବ୍ୟାପାର ପ୍ରତିନିଧି କାଜା କାଲାସ ପଡ଼ୋଶୀ ପାକିସ୍ତାନ ସମ୍ପର୍କରେ…

ସୌରଚାଳିତ ପ୍ରକଳ୍ପ ଅଚଳ, ଚୁଆପାଣି ଭରସାରେ ଲେଞ୍ଜିଗୁଡ଼ା ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଖରା ଦିନର ଗ୍ରୀଷ୍ମ ପ୍ରକୋପ ଚର୍ଚ୍ଚା ସବୁଆଡେ ଥିବା ବେଳେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ଚାଟୁଆ ପଞ୍ଚାୟତ ଲେଞ୍ଜିଗୁଡ଼ା ଗ୍ରାମରେ…

ପ୍ରଶଂସା ସାଉଁଟିଲେ ସୁଲୋଚନା: ଦୀର୍ଘ ୩୭ ବର୍ଷ ଶିକ୍ଷାଦାନ କରି ଶେଷରେ….

ମହାକାଳପଡ଼ା, ୨ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାୟାବାବା କଲେଜ ଅଧ୍ୟକ୍ଷା ପଦରୁ ମେ ୩୧ରେ ପ୍ରାଧ୍ୟାପିକା ସୁଲୋଚନା ଦାଶ ଅବସରଗ୍ରହଣ କରିଛନ୍ତି। ଏହା ପରେ…

ଭାଲୁଡୁଙ୍ଗୁରୀ ୟୁପି ସ୍କୁଲରୁ ବ୍ୟାପକ ଚୋରି, ରାତି ଅଧରେ କବାଟ ଭାଙ୍ଗି ନେଇଗଲେ…

ଅମରପାଲି,୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଭାଲୁଡ଼ୁଙ୍ଗୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ସୋମବାର ରାତିରେ ବ୍ୟାପକ ଜିନିଷ ଚୋରି ହୋଇଥିବା ଅଭିଯୋଗ…

ଆସୁଛି ବଡ଼ ‘ବିପର୍ଯ୍ୟୟ’: ଏଲ ନିନୋ ତାଣ୍ଡବ ସୃଷ୍ଟି କରିବାକୁ ପ୍ରସ୍ତୁତ, ଭାରତ ଉପରେ ପକାଇବ‘ଗମ୍ଭୀର’ ପ୍ରଭାବ

ନୂଆଦିଲ୍ଲୀ,୨।୬: ଆମେରିକାର ଜାତୀୟ ସମୁଦ୍ର ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (NOAA)ର ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି ଯେ ଏହି ବର୍ଷର ଆଟଲାଣ୍ଟିକ ବାତ୍ୟା ଋତୁ ସାଧାରଣ ଅପେକ୍ଷା…

ମଙ୍ଗଳବାରରେ ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ସବୁ କାର୍ଯ୍ୟରେ ସଫଳତା

ଆଜି ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷର ଦ୍ୱିତୀୟା ତିଥି ପାଳନ କରାଯାଏ । ଏହି ମଙ୍ଗଳବାର ଦିନ ଜ୍ୟେଷ୍ଠ ମାସ ମଧ୍ୟରେ ପଡୁଥିବାରୁ, ଏହାକୁ ବଡ଼ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri