ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ନବୀନଙ୍କ ସହ ୨୦ଜଣିଆ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରୁଛନ୍ତି। ଏମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ୍‌ ପାହ୍ୟା ଓ ୯ ରାଷ୍ଟ୍ର ପାହ୍ୟା ମନ୍ତ୍ରୀପଦ ରହିଛି।

ସୂଚନାଯୋଗ୍ୟ, ଚଳିତ ସାଧାରଣ ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ପୁଣି ଶାସନ କ୍ଷମତାକୁ ଫେରିଛି ବିଜେଡି। ବିଶେଷକରି ମହିଳା କାର୍ଡ ଓ ନୂଆ ମୁହଁକୁ ପ୍ରାଧ୍ୟାନ୍ୟ ଦେଇଥିବା ନବୀନ ନୂଆ ମନ୍ତ୍ରୀମଣ୍ଡଳରେ ମଧ୍ୟ ଅନୁରୂପ ଭାବେ ଅଧିକ ନୂଆ ମୁହଁକୁ ସାମିଲ କରିଛନ୍ତି। ବିଶେଷ କରି କୌଣସି ମାମଲାରେ ଜଡ଼ିତ ହୋଇ ନ ଥିବା ଯୁବ ବିଧାୟକଙ୍କୁ ନବୀନ ଗୁରୁତ୍ୱ ଦେଇଛନ୍ତି। ଶପଥ ଗ୍ରହଣର ଦିନକ ପୂର୍ବରୁ ମଙ୍ଗଳବାର ମନ୍ତ୍ରୀ ପଦ ପାଇବା ନେଇ ବିଜେଡି ନେତାମାନଙ୍କ ମଧ୍ୟରେ ଉତ୍ସୁକତା ପ୍ରକାଶ ପାଇଥିଲା। ପରେ ରାଜଭବନରୁ ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri