ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଦୁର୍ନୀତି ନିରୋଧ ଅଭିଯାନ: ମାସକ ମଧ୍ୟରେ ୧୦ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨।୨(ବ୍ୟୁରୋ)- ଦୁର୍ନୀତି ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଗୋଟିଏ ମାସରେ ୧୦ଜଣଙ୍କୁ ବରଖାସ୍ତ କରାଗଲାଣି। ରାଜ୍ୟରୁ ଦୁର୍ନୀତି ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଜିରୋ ଟଲେରାନ୍ସ’ ନୀତିକୁ ବିଭାଗ ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ନିକଟରେ ବିଭାଗକୁ ‘ମୋ ସରକାର ଓ ୫-ଟି’ କାର୍ଯ୍ୟକ୍ରମ ଅଧୀନକୁ ଅଣାଯାଇଛି। ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନାଙ୍କ ପକ୍ଷରୁ ମଧ୍ୟ ଦୁର୍ନୀତି ବିରୋଧୀ କାର୍ଯ୍ୟାନୁଷ୍ଠାନକୁ ତ୍ୱରାନ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri