ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଗିରଫ ହେଲେ ହିତାଧିକାରୀ

ଭଞ୍ଜନଗର,୨୩।୨(ଡି.ଏନ.ଏ.)-ଏବେବି ଅନେକ ଯୋଗ୍ୟ ହିତାଧିକାରୀଙ୍କ ନାମ ରାଶନକାର୍ଡ଼ ତାଲିକାରେ ନାହିଁ। ନିକଟରେ ନାମ ସଂଯୋଗ ନେଇ ମଧ୍ୟ ସରକାରଙ୍କର କୌଣସି ବ୍ୟବସ୍ଥା ନାହିଁ। ତେଣୁ ରାଶନକାର୍ଡ଼ରୁ ବଞ୍ଚତ୍ତ ଅନେକ ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ଏଭଳି ପରିସ୍ଥିତିରେ ଜଗନ୍ନାଥପ୍ରସାଦ ବ୍ଲକ ପ୍ରତାପୁର ପଞ୍ଚାୟତ କାର୍ଯ୍ୟାଳୟରେ ଶନିବାର ତାଲିକାରୁ ବାଦ୍‌ ପଡ଼ିଥିବା ଜଣେ ବ୍ୟକ୍ତି ତାଲା ପକାଇ ଦେଇଥିଲେ। ଫଳରେ ୨ ଘଣ୍ଟା ପର୍ଯ୍ୟନ୍ତ ରାଶନସାମଗ୍ରୀ ବଣ୍ଟନ ବନ୍ଦ ହୋଇଯାଇଥିଲା। ଏହାପରେ ଯୋଗାଣ ସହାୟକ ସୁଶାନ୍ତ କୁମାର ଗୌଡ଼ଙ୍କ ସୂଚନା ପ୍ରକାରେ ତାରସିଂ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଅଭିଯୁକ୍ତ ମୁକୁନ୍ଦ ନାୟକଙ୍କୁ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଅଭିଯୋଗରେ ଗିରଫ କରିଥିଲା। ଏନେଇ ନଂ.୩୪।୨୦ରେ ଏକ ମାମଲା ରୁଜୁହୋଇଛି। ଅଭିଯୁକ୍ତଙ୍କୁ ସନ୍ଧ୍ୟାରେ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଥିବା ଥାନା ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri