ପଞ୍ଚାୟତ କାର୍ଯ୍ୟାଳୟ ସ୍ଥାନ ନିରୂପଣ ଦାବିରେ ଅନଶନ

ବନ୍ତ,୫।୩(ସ୍ବ.ପ୍ର.): ଭଦ୍ରକ ଜିଲା ଚାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ଦାବିରେ ଚକ୍ରାପାଢ଼ୀ ଗ୍ରାମବାସୀ ଗୁରୁବାର ଅନଶନରେ ବସିଛନ୍ତି। ଚକ୍ରାପାଢ଼ୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅସ୍ଥାୟୀ ଭାବରେ ଚାଲିଥିବା ପଞ୍ଚାୟତ ଗୃହ ସମ୍ମୁଖରେ ଏହି ଅନଶନ ଜାରି ରହିଛି। ପଞ୍ଚାୟତ ନିର୍ବାହୀ ଅଧିକାରୀ ସରପଞ୍ଚ, ଥାନାଧିକାରୀ ପହଞ୍ଚି ଆଲୋଚନା କରିଥିଲେ ମଧ୍ୟ କୌଣସି ସମାଧାନ ହୋଇପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri