ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ

କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ବେଶକୁ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଜନସମାଗମ ହୋଇଥାଏ। ନାଗାର୍ଜୁନ ବେଶ ଦର୍ଶନ କଲେ ଜନ୍ମ ଜନ୍ମାନ୍ତର ପାପ ନାଶ ହୋଇ ମୋକ୍ଷ ମିଳିଥାଏ ବୋଲି ବିଶ୍ୱାସ ରହିଛି । ଅର୍ଜୁନଙ୍କ ପୁତ୍ର ଶହସ୍ରାର୍ଜୁନ ବା ନାଗାର୍ଜୁନଙ୍କ ସହିତ ଯୁଦ୍ଧ ସମୟରେ ଏହା ଏକ ବୀର ବେଶ ବୋଲି କେତେକ କୁହନ୍ତି। ନାଗାର୍ଜୁନଙ୍କୁ ପ୍ରଭୁ ପର୍ଶୁରାମ ବଧ କରିଥିଲେ ବୋଲି ପୁରାଣରେ ଉଲ୍ଲେଖ ଅଛି। ଏହି ବେଶ ପୂର୍ବରୁ ୧୯୬୬ ମସିହାରେ ହୋଇଥିଲା। ଏହାପରେ ୧୯୮୩ ଏବଂ ୧୯୯୪ରେ ଅନୁଷ୍ଠିତ ହୋଇଥିଲା। ଆସନ୍ତା ୨୦୨୦ରେ କାର୍ତ୍ତିକ ମାସରେ ପଞ୍ଚୁକ ୬ ଦିନ ହେବ। ତେଣୁ ୨୦୨୦ ନଭେମ୍ବର ୨୭ରେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଦୀର୍ଘ ୨୫ ବର୍ଷ ପରେ ପୁଣି ଭକ୍ତ ଦର୍ଶନ କରିବାର ଅପୂର୍ବ ସୁଯୋଗ ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ!’ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri