Posted inଜାତୀୟ

ପଞ୍ଚ ନ୍ୟାୟାଧୀଶ: ଦେଶକୁ ବାନ୍ଧିଲେ ଏକତା ରଜ୍ଜୁରେ

ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟାକୁ ନେଇ ଐତିହାସିକ ରାୟ ପ୍ରକାଶ ପାଇଛି। ଦୀର୍ଘ ଦିନ ଧରି ଲାଗିଥିବା ସମସ୍ୟାର ଅନ୍ତ ଘଟିଛି। ଦେଶରେ ପୁଣି ସୃଷ୍ଟି ହୋଇଛି ଶାନ୍ତିର ବାତାବରଣ। ଦେଶବାସୀଙ୍କୁ ଏକତା ରଜ୍ଜୁରେ ବାନ୍ଧିଥିବା ପଞ୍ଚ ନ୍ୟାୟଧୀଶ ସବୁଦିନ ପାଇଁ ଦେଶର ଇତିହାସରେ ନ୍ୟାୟପାଳିକା ରାୟକୁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ କରିଛନ୍ତି। ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ବିଚାରପତି ଏସ.ଏ. ବୋବ୍‌ଦେ, ବିଚାରପତି ଧନଞ୍ଜୟ ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ବିଚାରପତି ଏସ. ଅବଦୁଲ ନଜିର୍‌ଙ୍କୁ ନେଇ ଗଠିତ ୫ ଜଣିଆ ଖଣ୍ଡପୀଠ ୪୦ ଦିନ ଧରି ଏହି ମାମଲାର ଶୁଣାଣି କରିଥିଲେ। ଏହାପରେ ସମସ୍ତ ବିଚାରପତିଙ୍କ ମଧ୍ୟରେ ସହମତି କ୍ରମେ ଐତିହାସିକ ରାୟ ପ୍ରକାଶ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri