ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିବା ପରେ ଏବେ ପଞ୍ଜାବ ସରକାର ମଧ୍ୟ ରାଜ୍ୟକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଦେଶରେ ମୃତକଙ୍କ ସଂଖ୍ୟା ବଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri