Posted inଜାତୀୟ

ପଞ୍ଜାବରେ ଚିହ୍ନଟ ହେଲେ ୨ କରୋନା ଭାଇରସ ସଂକ୍ରମିତ

ଅମୃତସର,୭।୩: ପଞ୍ଜାବ ହୋସିଆରପୁରରେ ଶନିବାର ଆଉ ୨ଜଣ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅମୃତସରରେ ଥିବା ଗୁରୁ ନାନକ ଦେବ ହସ୍ପିଟାଲରେ ସେମାନଙ୍କର ଚିକିତ୍ସା ଚାଲିଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ରମଣ ଶର୍ମା କହିଛନ୍ତି କରୋନା ଭାଇରସରେ ପୀଡିତ ଥିବା ବ୍ୟକ୍ତିଦ୍ୱୟ ମାର୍ଚ୍ଚ ୩ରେ ଇଟାଲିରୁ ଫେରିଥିଲେ। ଏହାପରେ ତାଙ୍କ ନିକଟରେ ଦେଖାଯାଇଥିବା କାଶ ଭଲ ନ ହେବାରୁ ନମୁନା ସଂଗ୍ରହ କରାଯାଇ ଟେଷ୍ଟ କରାଯିବା ପରେ ଏମାନେ କରୋନା ଭାଇରସରେ ସଂକ୍ରମିତ ଥିବା ଜଣାପଡିଛି। ଏବେ ଏମାନଙ୍କୁ ଆଇସୋଲେଶନ ଓ୍ବାର୍ଡରେ ଚିକିତ୍ସା କରାଯାଉଛି। ଶୁକ୍ରବାର ସୁଦ୍ଧା ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୩୩ ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri