ପଞ୍ଜାବରେ ମେ’ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ଚଣ୍ଡିଗଡ଼,୧୦।୪: ଦେଶରେ ତଥା ପଞ୍ଜାବରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନର ଅବଧି ଓ କର୍ଫ୍ୟୁକୁ ମେ’ ୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଓଡ଼ିଶା ପରେ ଦ୍ୱିତୀୟ ରାଜ୍ୟଭାବେ ପଞ୍ଜାବ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛି। ସୂଚନାଯୋଗ୍ୟ, ଅମରିନ୍ଦର ସିଂ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା କହିଥିଲେ ମଧ୍ୟ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ଏହାକୁ ଖଣ୍ଡନ କରିଛନ୍ତି। ଅନ୍ୟପଟେ ଅମରିନ୍ଦର କହିଛନ୍ତି ପଞ୍ଜାବରେ ୧୦୧ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୨୭ ଜଣଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ। ତେଣୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ହେଲାଣି ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri