Posted inଜାତୀୟ

ପଞ୍ଜାବ ବଜେଟ: ୧.୧୩ ଲକ୍ଷ କୃଷକଙ୍କ ଋଣ ଛାଡ, ମାଗଣା ଯାତ୍ରା କରିବେ ମହିଳା

ଚଣ୍ଡିଗଡ଼,୮ ।୩: ପଞ୍ଜାବର କ୍ୟାପଟେନ ଅମରିନ୍ଦର ସିଂ ସରକାର ଶେଷ ବଜେଟରେ କର୍ମଚାରୀ, କୃଷକ ଓ ମହିଳାଙ୍କୁ ଖୁସି କରିବାକୁ ପ୍ରୟାସ କରିଛନ୍ତି । ମହିଳାଙ୍କ ପାଇଁ ରାଜ୍ୟ ସରକାରଙ୍କ ବସରେ ଯାତ୍ରା ମାଗଣାରେ ଉବଲବ୍ଧ କରାଇବା ସହ ସରକାରୀ କର୍ମଚାରୀଙ୍କୁ ଷଷ୍ଠ ବେତନ କମିଶନ ଜୁଲାଇରୁ ଲାଗୁ ହେବ ବୋଲି କହିଛନ୍ତି । ଏହାସହ ୧.୧୩ ଲକ୍ଷ କୃଷକଙ୍କ ୧୧୮୬ କୋଟି ଟଙ୍କାର ଋଣ ଛାଡ କରିଛନ୍ତି । ଏହାସହ ଭୂମୀହିନ କୃଷକଙ୍କୁ ଆର୍ଥିକ ବର୍ଷ ୨୦୨୧-୨୨ରେ ୫୨୬ କୋଟି ଟଙ୍କାର ଋଣ ଛାଡ କରିଛନ୍ତି । ପଟିଆଲା ମେଡିକାଲ କଲେଜ ପାଇଁ ୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେମିତି ଦ୍ୱାଦଶ ଶ୍ରେଣୀର ପିଲାଙ୍କ ସ୍ମାର୍ଟ ଫୋନ୍ ଯୋଗାଇ ଦେବାକୁ ୧୦୦ କୋଟି ଟଙ୍କା ରଖାଯାଇଛି । ବାର୍ଦ୍ଧକ୍ୟ ଭତ୍ତା ୧୫୦୦ଟଙ୍କାକୁ ବୃଦ୍ଧି କରାଯାଇଛି । ସ୍ୱାଧିନତା ସଗ୍ରାମୀଙ୍କ ପେନଶନ୍ ୭୫୦୦ ଟଙ୍କାରୁ ବୃଦ୍ଧି କରାଯାଇ ୯୪୦୦ ଟଙ୍କା କରାଯାଇଛି । ମୋଟା ମୋଟି ଭାବେ ଦେଖିବାକୁ ଗଲେ ସବୁବର୍ଗଙ୍କୁ ଆଖି ଆଗରେ ରଖି ଏଥର ପଞ୍ଜାବ ସରକାର ତାଙ୍କର ଶେଷ ବଜେଟ ଉପସ୍ଥାପନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri