ପଞ୍ଜୀକରଣ କଲେଣି ୬୯୩୬ ପ୍ରବାସୀ ଓଡ଼ିଆ

ଏରସମା,୭ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଏବେ ଘରକୁ ଫେରିବାକୁ ତତ୍ପର ହୋଇଛନ୍ତି। ଏହିକ୍ରମରେ ମଙ୍ଗଳବାର ସୁଦ୍ଧା ଜଗତ୍‌ସିଂହପୁର ଜିଲା ଅଧୀନ ଏରସମା ବ୍ଲକର ୨୫ ପଞ୍ଚାୟତରୁ ମୋଟ ୬୯୩୬ ଜଣ ପ୍ରବାସୀ ଓଡ଼ିଆ ଘରକୁ ଫେରିବାକୁ ନାମ ପଞ୍ଜୀକରଣ କରିଛନ୍ତି। ବ୍ଲକ ଗ୍ରାମ ପଞ୍ଚାୟତ ଅଧିକାରୀଙ୍କଠାରୁ ଏହି ସୂଚନା ମିଳିଛି। ଏଥିରେ ଆମ୍ବିକିର ୪୦୩, ବଳେଇପୁରର ୨୬୫, ବାଲିତୁଠ ୧୬୧, ବାମଦେଇପୁର ୨୦୭, ଭିତରଅନ୍ଧାରୀ ୧୯୨, ଚଟୁଆ ୧୫୩, ଢିଙ୍କିଆ ୩୧୩, ଏରସମା ୧୮୧, ଗୋଡା ୬୨୦, ଗଡବିଶୁନିପୁର ୩୧୧, ଗଡହରିଶପୁର ୪୦୬, ଗଡକୁଜଙ୍ଗ ୧୩୩, ଜାନକାଦେଇପୁର ୩୩୯, ଜପା ୩୬୪, କୃଷ୍ଣଚନ୍ଦ୍ରପୁର ୫୨୧, କୁଞ୍ଜକୋଠି ୨୯୫, ନାରଦିଆ ୧୨୭, ନୂଆଡିହି ୩୪୦, ନୂଆଗଁ। ୧୬୭, ପଦ୍ମପୁର ୨୯୫, ପଏଦା ୨୨୬, ପଲିକଣ୍ଟା ୧୬୨, ପୋଖରିଆପଡା ୧୯୪, ସୋମପୁର ୪୦୨ ଓ ଜିରାଇଲୋର ୧୫୯ ଜଣଙ୍କ ନାମ ପଞ୍ଜୀକରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri