ପଟ୍ଟାଙ୍ଗୀରେ ପୁଣି ବାଜି ମାରିଲା ବିଜେଡି

କୋରାପୁଟ, ୨୩।୫(ସ୍ବ.ପ୍ର.)- କୋରାପୁଟ ଜିଲା ଅଧୀନ ପଟ୍ଟାଙ୍ଗୀ ବିଧାନସଭା ଆସନକୁ ପୁଣିଥରେ ହାତେଇଛି ବିଜେଡି। ଏହି ଆସନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରିତମ ପାଢୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ରାମଚନ୍ଦ୍ର କାଡାମ୍‌ଙ୍କୁ ୪,୧୯୯ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି। ସେଥିରେ ବିଜେଡିର ପ୍ରିତମ ପାଢୀଙ୍କୁ ୫୦,୯୮୦, କଂଗ୍ରେସର ରାମଚନ୍ଦ୍ର କାଡାମ୍‌ଙ୍କୁ ୪୬,୭୮୧ ଏବଂ ଭାଜପାର ରାମଚନ୍ଦ୍ର ପାଙ୍ଗୀଙ୍କୁ ୨୫, ୬୪୫ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri