‘ପଠାନ’ର ପ୍ରଥମ ଗୀତ ରିଲିଜ୍‌ 

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ’ ଆସନ୍ତା ଜାନୁୟାରୀରେ ହେବାକୁ ଯାଉଛି। ଏହି ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେତ ଉତ୍ସାହିିତର ସହିତ ଅପେକ୍ଷା କରିଛନ୍ତି। ଏହି ସମୟରେ ଫିଲ୍ମର ପ୍ରଥମ ଗୀତ ‘ବେସରମ ରଙ୍ଗ’ ସାମ୍ନାକୁ ଆସିଛି। ଗୀତ ରିଲିଜ୍‌ ହେବା ମାତ୍ରେ ଏହା ଭଲ ପ୍ରତିକ୍ରିୟା ପାଇବାରେ ଲାଗିଛି। ଶାହରୁଖ ଖାନ୍‌ ଏବଂ ଦୀପିକା ପାଦୁକୋନଙ୍କ କେମେଷ୍ଟ୍ରିକୁ ଦର୍ଶକ ପସନ୍ଦ କରିଛନ୍ତି। ବିଶାଲ ଏବଂ ଶେଖର ଏହି ଗୀତକୁ ମ୍ୟୁଜିକ୍‌ ଦେଇଛନ୍ତି। ଏହି ଗୀତକୁ ଶିଳ୍ପା ରାଓ, କାରାଲିସା ମୋଣ୍ଟେଏରୋ, ବିଶାଲ ଏବଂ ଶେଖର ଗାଇଛନ୍ତି।
ଫିଲ୍ମ ପଠାନ ୨୫୦ କୋଟି ବଜେଟ୍‌ରେ କରାଯାଇଛି। ଶାହରୁଖଙ୍କ ବ୍ୟତୀତ ଜନ୍‌ ଆବ୍ରାହମ ଏବଂ ଦୀପିକା ପାଦୁକୋନଙ୍କ ଭଳି ଷ୍ଟାରଙ୍କୁ ଦେଖିବାକୁ ମିଳିବ। ସିଦ୍ଧାର୍ଥ ଆନନ୍ଦଙ୍କ ଦ୍ୱାରା ନିର୍ଦ୍ଦେଶିତ ଫିଲ୍ମଟି ହିନ୍ଦୀ ବ୍ୟତୀତ ତାମିଲ ଏବଂ ତେଲୁଗୁ ଭାଷାରେ ରିଲିଜ୍‌ ହେବ। ଏହି ଫିଲ୍ମଟି ୟଶ ରାଜ ଫିଲ୍ମସ ପ୍ରଡକ୍ସନ ହାଉସ ବ୍ୟାନରରେ ପ୍ରସ୍ତୁତ କରାଯାଇଥିବା ବେଳେ ୨୦୨୩ ଜାନୁଆରୀ ୨୫ରେ ଏହା ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri