ସମ୍ବଲପୁର, ୧୨।୪ (ବ୍ୟୁରୋ)
ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳକୁ ଜଣେ ୩୫ ବର୍ଷିୟ ଯୁବକ ହାଇଦ୍ରାବାଦରୁ ଫେରିଛନ୍ତି । ଏହାକୁ ନେଇ ପଡାବାସୀଙ୍କ ସହ ପୋଲିସ ନାକେଦମ ହୋଇଛି। ସମ୍ପୃକ୍ତ ଯୁବକ ସରକାରଙ୍କ ନୀତି ନିୟମ ଓ କଟକଣା ପାଳନ କରୁ ନାହାନ୍ତି। ଶେଷରେ କରୋନା ଭୂତାଣୁ ସଂକ୍ରମଣ ଭୟରେ ତାଙ୍କ ସ୍ତ୍ରୀ, ପିଲାଛୁଆ ଓ ମା’ ଘର ଛାଡି ପଳାଇଛନ୍ତି ।
ହାଇଦ୍ରାବାଦରେ କାମ କରୁଥିବା ଏହି ଯୁବକ ଜଣକ ଗତ ଗୁରୁବାର ଘରକୁ ଫେରିଛନ୍ତି। ସାରା ଦେଶ ଲକ୍ ଡାଉନ ଥିବାବେଳେ ସେ ମାଲ୍ ପରିବହନ ଗାଡି ଯୋଗେ ଆସି ଘରେ ପହଞ୍ଚି ଥିଲେ । ଘରେ ପହଞ୍ଚତ୍ବା ପରେ ପରିବାର ଲୋକେ ତାଙ୍କୁ ଡାକ୍ତରୀ ଚିକିତ୍ସା କରାଇବା ପାଇଁ କହିଥିଲେ। ପରିବାର ଓ ପଡ଼ା ଲୋକେ କ୍ଷେତରାଜପୁର ଥାନା ଓ ସରକାରଙ୍କ ୧୦୪ ନମ୍ବରକୁ ଏ ବାବଦରେ ଅବଗତ ମଧ୍ୟ କରାଇଥିଲେ । ଖବର ପାଇ କ୍ଷେତରାଜପୁର ଥାନା ପୋଲିସ ଶୁକ୍ରବାର ପଡାରେ ପହଞ୍ଚତ୍ଥିଲା । ହେଲେ ପୋଲିସକୁ ଦେଖି ସେ ଦୌଡି ପଳାଇଥିଲେ । ପୋଲିସ ସହ ଲୁଚକାଳି ଖେଳି ନାକେଦମ କରିଥିଲେ । ପଡାବାସୀ ତାଙ୍କୁ ଚିକିତ୍ସା ପାଇଁ ଅନୁରୋଧ କରିବାରୁ ସେ ଓଲଟା ଧମକଚମକ ଦେଇଥିଲେ। ଶେଷରେ ସନ୍ଧ୍ୟାରେ ଡାକ୍ତରୀ ଟିମ୍ ପହଞ୍ଚତ୍ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ଘରେ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଥିଲେ । ହେଲେ ଯୁବକ ଜଣକ ପରିବାର, ଡାକ୍ତରୀ ଟିମ୍ ଓ ପଡାବାସୀଙ୍କ କୌଣସି କଥା ନ ଶୁଣି ଶନିବାର ଘରୁ ବାହାରି ବୁଲାବୁଲି କରିଥିଲେ। ଏଣୁ ଭୟରେ ପରିବାର ଲୋକେ ଘର ଛାଡି ପଳାଇଛନ୍ତି। ତେବେ ଏ ସମ୍ପର୍କରେ କ୍ଷେତରାଜପୁର ଥାନା ପୋଲିସ କିଛି ଜାଣି ନ ଥିବା କହିଛି।
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

