ପତିତପାବନ ମହାବିଦ୍ୟାଳୟରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଆନନ୍ଦପୁର,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ସାଇଁକୁଳ ପତିତପାବନ ମହାବିଦ୍ୟାଳୟ ପରିସରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଉଦୟ ଭାସ୍କର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ରକ୍ତ ସଂଗ୍ରହ କରିଥିଲେ। ପତିତପାବନ ମହାବିଦ୍ୟାଳୟରୁ ୧୨୫ରୁ ଊଦ୍ଧର୍‌ବ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri