ପଥଚାରୀଙ୍କ ଉପରେ ପଡିଲା ବରଗଛ

ଶଙ୍କରାଖୋଲ,୧୨ା୬(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ଶଙ୍କରାଖୋଲ ଗ୍ରାମ ବରସାହି ଦେଇ ଯାଇଥିବା ୧୫୭ ନଂ. ଜାତୀୟ ରାଜପଥରେ ଶୁକ୍ରବାର ଏକ ବଡ ବରଗଛ ଉପୁଡି ଜଣେ ବ୍ୟକ୍ତିଙ୍କ ଉପରେ ପଡିବାରୁ ସେ ଗୁରୁତର ହୋଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ମୁର୍ସିଦାବାଦ୍‌ର ସୁମଙ୍ଗଲ ରାଏ। ସୁମଙ୍ଗଲ ସକାଳ ପ୍ରାୟ ୯ଟାରେ ଉକ୍ତ ରାସ୍ତାଦେଇ ଚାଲିଚାଲି ଯାଉଥିବାବେଳେ ଗଛଟି ଉପୁଡି ତାଙ୍କ ଉପରେ ପଡିଥିଲା। ଶଙ୍କରାଖୋଲ ସରପଞ୍ଚ ଚିତ୍ର କହଁର ପ୍ରଶ୍ନ କୁମାର ଦାସଙ୍କ କାରରେ ତାଙ୍କୁ ଫୁଲବାଣୀ ମୂଖ୍ୟ ଡାକ୍ତରଖାନାକୁ ନେଇଥିଲେ। ଟିକାବାଲି ଅଗ୍ନିଶମ ବାହିନୀ ପହଞ୍ଚତ୍ ଗଛ କାଟି ରାସ୍ତା ସଫା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?