ପଦାର୍ଥ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

ଷ୍ଟକ୍‌ହୋମ୍‌,୮।୧୦: ଚଳିତ ବର୍ଷ ପାଇଁ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ୩ ଜଣ ବୈଜ୍ଞାନିକ ମିଳିତ ଭାବେ ଏହି ପୁରସ୍କାର ପାଇବାକୁ ସୁଇଡିସ୍‌ ଏକାଡେମୀ ଦ୍ୱାରା ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନେ ହେଉଛନ୍ତି ଆମେରିକୀୟ ବୈଜ୍ଞାନିକ ଜେମ୍ସ୍‌ ପେବଲ୍ସ, ସୁଇସ୍‌ ବୈଜ୍ଞାନିକ ମାଇକେଲ୍‌ ମେୟର ଏବଂ ଦିଦିଆର୍‌ କ୍ସୋଲେଜ୍‌। କସମୋଲୋଜି କ୍ଷେତ୍ରରେ ଉଲ୍ଲେଖନୀୟ ଗବେଷଣା ଲାଗି ଜେମ୍ସ୍‌ ପେବଲ୍ସଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ସେହିପରି ସୌର ମଣ୍ଡଳ ଭଳି ନକ୍ଷତ୍ର ଚାରିପଟେ ଘୁରିବୁଲୁଥିବା ଏକ୍ସୋ-ପ୍ଲାନେଟ୍‌ ଉପରେ ଉଲ୍ଲେଖନୀୟ ଗବେଷଣା ଲାଗି ମାଇକେଲ୍‌ ମେୟର ଏବଂ ଦିଦିଆର୍‌ କ୍ସୋଲେଜଙ୍କୁ ନୋବେଲ ସମ୍ମାନରେ ସମ୍ମାନୀତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri