Posted inଜାତୀୟ

ପଦୋନ୍ନତି ପରୀକ୍ଷାରେ ଫେଲ୍‌ ହେଲେ ୧୧୯ ବିଚାରପତି

ଅହମ୍ମଦାବାଦ୍‌,୮।୧୦: ଗୁଜରାଟରେ ଏକ ପଦୋନ୍ନତି ପରୀକ୍ଷାରେ ୧୧୯ ଜଣ ବିଚାରପତି ଫେଲ୍‌ ହୋଇଛନ୍ତି। ଜିଲା କୋର୍ଟରେ ୪୦ ବିଚାରପତି ନିଯୁକ୍ତି ପାଇଁ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହି ପରୀକ୍ଷା ଦେଇଥିବା ହଜାରେ ୩ ଶହ ୭୨ ଆଇନଜୀବୀ ମଧ୍ୟ ଅସଫଳ ରହିଛନ୍ତି। ଏହି ପଦବୀ ମଧ୍ୟରୁ ୨୬ଟି ଆଇନଜୀବୀଙ୍କ ପାଇଁ ସଂରକ୍ଷିତ ଥିଲା। ତେବେ ପରୀକ୍ଷାରେ କେହି କୃତକାର୍ଯ୍ୟ ହୋଇ ନ ଥିଲେ। ପାଶ୍‌ ହେବା ପାଇଁ ଆବଶ୍ୟକ ସର୍ବନିମ୍ନ ନମ୍ବର ରଖିବାକୁ କୌଣସି ପ୍ରାର୍ଥୀ ସକ୍ଷମ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri