ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ ବିଜେଡିରୁ ଇସ୍ତଫା ଦେଇଥିବା ଏମ୍‌ପି ଭର୍ତ୍ତୃହରି ମହତାବ, ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର ମଧ୍ୟ ଭାଜପାରେ ସାମିଲ ହୋଇଛନ୍ତି।

ଏହି ସମୟରେ ଦଳର ସାଧାରଣ ସମ୍ପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri